୨୦୨୨ ପର୍ଯ୍ୟନ୍ତ ବିକ୍ରି ହୋଇଛି ୧ ହଜାର ଟଙ୍କାର ନିର୍ବାଚନ ବଣ୍ଡ, ଜାଣନ୍ତୁ କେଉଁ ଦଳ ପାଇଛି କେତେ ଟଙ୍କା

ନୂଆଦିଲ୍ଲୀ,୧୫।୨: ଲୋକସଭା ୨୦୨୪ ନିର୍ବାଚନର କିଛି ମାସ ପୂର୍ବରୁ ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୁଡ଼ଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ନିର୍ବାଚନ ବଣ୍ଡ ଯୋଜନାକୁ ଅସାମ୍ବିଧାନିକ ଘୋଷଣା କରିଛନ୍ତି। ୨୦୧୬ରୁ ୨୦୨୨ ମଧ୍ୟରେ ଏହି ଯୋଜନା ଅଧୀନରେ ଦିଆଯାଇଥିବା ଅନୁଦାନର ୬୦% ରୁ ଅଧିକ ପାଇଥିବାରୁ ସୁପ୍ରିମକୋର୍ଟ ନିର୍ବାଚନ ବଣ୍ଡ ଯୋଜନାକୁ ବନ୍ଦ କରିବା ପରେ ଭାରତୀୟ ଜନତା ପାର୍ଟି(ଭାଜପା) ସବୁଠାରୁ ଅଧିକ କ୍ଷତି ସହିବାର ସମ୍ଭାବନା ରହିଛି। ଏହି ଯୋଜନା ନାଗରିକଙ୍କ ସୂଚନା ଅଧିକାରକୁ … Continue reading ୨୦୨୨ ପର୍ଯ୍ୟନ୍ତ ବିକ୍ରି ହୋଇଛି ୧ ହଜାର ଟଙ୍କାର ନିର୍ବାଚନ ବଣ୍ଡ, ଜାଣନ୍ତୁ କେଉଁ ଦଳ ପାଇଛି କେତେ ଟଙ୍କା