Posted inଜାତୀୟ

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

କୋଲକତା,୧୪।୬: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ରାଜ୍ୟରେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଦଳ ପକ୍ଷରୁ ଶୁକ୍ରବାର ପ୍ରକାଶ ପାଇଛି।
ତୃଣମୂଳ କଂଗ୍ରେସ କୃଷ୍ଣା କଲ୍ୟାଣୀଙ୍କୁ ରାଇଗଞ୍ଜ ବିଧାନସଭା ଆସନ ପାଇଁ ପ୍ରାର୍ଥୀ କରିଛି। ମୁକୁଟ ମଣି ଅଧିକାରୀଙ୍କୁ ରାଣାଘାଟ-ଦକ୍ଷିଣ ଆସନରୁ, ମାଣିକତଲା ଆସନରୁ ସୁପତି ପାଣ୍ଡେ ଏବଂ ବାଗଡା ଆସନରୁ ମଧୁପର୍ନା ଠାକୁରଙ୍କୁ ଟିକେଟ ଦିଆଯାଇଛି।
ଜୁନ ୧୦ରେ ଭାରତର ନିର୍ବାଚନ ଆୟୋଗ ୭ଟି ରାଜ୍ୟରେ ୧୩ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନର କାର୍ଯ୍ୟସୂଚୀ ପ୍ରକାଶ କରିଥିଲେ। ନିର୍ବାଚନ ଆୟୋଗ ବିହାରର ଗୋଟିଏ ବିଧାନସଭା ଆସନ, ପଶ୍ଚିମବଙ୍ଗର ୪ଟି, ତାମିଲନାଡୁ, ପଞ୍ଜାବ ଏବଂ ମଧ୍ୟପ୍ରଦେଶରେ ଗୋଟିଏ, ଉତ୍ତରପ୍ରଦେଶରେ ୨ ଏବଂ ହିମାଚଳ ପ୍ରଦେଶରେ ୩ଟି ଉପନିର୍ବାଚନ ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ...

ମିଛ ପ୍ରଚାର କରିବାରେ ଅମିତ ଶାହା ସବୁଠୁ ଆଗରେ: ଖାର୍ଗେ

ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୟ କରୁଛି ପାକିସ୍ତାନ: କାହିଁକି ଏମିତି କହିଲେ ଅମିତ ଶାହା

ଶ୍ରୀନଗର,୨୧।୯: ଜମ୍ମୁ କଶ୍ମୀରର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଜୋରଦାର ପ୍ରଚାର କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ମେହେନ୍ଦରରେ ପହଞ୍ଚିଛନ୍ତି।...

ଅମର ପ୍ରୀତ୍ ସିଂହ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍‌ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର...

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି।...

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri