ନିର୍ବାଚନ କମିଶନଙ୍କ ଓ୍ବେବସାଇଟ ବନ୍ଦ, ଫଳାଫଳ ଗାଏବ…, ବଢୁଛି ବିରୋଧ ପ୍ରଦର୍ଶନ

ଇସଲାମାବାଦ,୧୧।୨: ପାକିସ୍ତାନରେ ହୋଇଥିବା ନିର୍ବାଚନର ଫଳାଫଳ ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ପାର୍ଟି ପିଟିଆଇର ସମର୍ଥକମାନେ ଠକେଇ ଅଭିଯୋଗ କରି ବିରୋଧ ଆରମ୍ଭ କରିଛନ୍ତି। ପାକିସ୍ତାନର ‘ସମା ଟିଭି’ର ରିପୋର୍ଟ ଅନୁଯାୟୀ, ଲାହୋର, ରାୱଲପିଣ୍ଡି ଏବଂ ପେଶାୱରରେ ପିଟିଆଇ ସମର୍ଥକ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହେବାର ଖବର ରହିଛି। ବିକ୍ଷୋଭକାରୀଙ୍କ ଉପରେ ଲୁହବୁହା ଗ୍ୟାସ, ଗୁଳି ଚଳାଇଥିବାର ଖବର ମଧ୍ୟ ରହିଛି। ଅନ୍ୟପକ୍ଷରେ ପାକିସ୍ତାନର ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶିତ ଫଳାଫଳ ଆଉ ଦେଖାଯାଉ ନାହିଁ। ପାକିସ୍ତାନ ନିର୍ବାଚନ ଆୟୋଗର ୱେବସାଇଟ ମଧ୍ୟ ବନ୍ଦ ହୋଇଯାଇଛି।

ପାକିସ୍ତାନ ନିର୍ବାଚନରେ କୌଣସି ଦଳ ନ୍ୟାଶନାଲ ଆସେମ୍ଲିରେ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିନାହାଁନ୍ତି। କିନ୍ତୁ ପିପିପିର ବିଲାୱଲ ଭୁଟ୍ଟୋ ଏବଂ ପିଏମଏଲ-ଏନର ଶହାବାଜ ସରିଫ ଏକ ମିଳିତ ସରକାରରେ ପ୍ରଧାନମନ୍ତ୍ରୀ ହେବାକୁ ଦୌଡ଼ରେ ଅଛନ୍ତି। ପାକିସ୍ତାନର ସାଧାରଣ ନିର୍ବାଚନରେ କୌଣସି ନିର୍ବାଚନ ପ୍ରତୀକ ନ ଥିଲେ ମଧ୍ୟ ଇମ୍ରାନ ଖାଁଙ୍କୁ ସମର୍ଥନ କରୁଥିବା ପ୍ରାର୍ଥୀମାନେ ୧୦୧ ଟି ଆସନ ଜିତିଛନ୍ତି। ଯେଉଁଠାରେ ନୱାଜ ସରିଫଙ୍କ ଦଳ ୭୫ ଟି ଏବଂ ବିଲାୱଲଙ୍କ ଦଳ ୫୪ ଟି ଆସନ ପାଇଛି। ପାକିସ୍ତାନ ନିର୍ବାଚନ ଫଳାଫଳର ଅଗ୍ରଭାଗରେ ରହିବା ପରେ ବର୍ତ୍ତମାନ ଇମ୍ରାନ ସମର୍ଥକମାନେ ଇମ୍ରାନ ଖାଁଙ୍କ ସମେତ ସମସ୍ତ ରାଜନୈତିକ ବନ୍ଦୀଙ୍କୁ ମୁକ୍ତ କରିବାକୁ ସେନା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନରେ ପୋଲିଓ ଟିକାକରଣ ବନ୍ଦ କଲା ତାଲିବାନ୍‌

ଦୁବାଇ,୧୬ା୯: ଆଫଗାନିସ୍ତାନରେ ଚାଲିଥିବା ପୋଲିଓ ଟିକାକରଣ ଅଭିଯାନକୁ ଶାସକ ତାଲିବାନ ବନ୍ଦ କରିଦେଇଥିବା ଜାତିସଂଘ ସୋମବାର କହିଛି। ସାରା ବିଶ୍ୱରେ ପୋଲିଓ ସଂକ୍ରମଣ ବନ୍ଦ ହୋଇଥିବାବେଳେ...

ବୁଡିବ ଚାଇନା, ତାଣ୍ଡବ ରଚୁଛି ବେବିଙ୍କା

ବେଜିଂ,୧୬।୯: ଘୁର୍ଣ୍ଣିଝଡ଼ ବେବିଙ୍କା ସୋମବାର ସାଂଘାଇରେ ଳ୍ୟାଣ୍ଡଫଲ କରିଛି। ସାଂଘାଇ ସେଣ୍ଟ୍ରାଲ ମେଟେରୋଲୋଜିକାଲ ଅବଜରଭେଟୋରୀ ଅନୁଯାୟୀ ସ୍ଥାନୀୟ ସମୟ ପ୍ରାୟ ୭ଟା ୩୦ ସମୟରେ ଏହି...

ଗୋଟିଏ ଦିନରେ ସ୍ତ୍ରୀଙ୍କୁ ୧୦୦ ଥର କଲ୍‌ କରିବା ପଡିଲା ମହଙ୍ଗା, କାରଣ ଜାଣିଲେ…

ହାଇଗୋ,୧୬।୯: ଜଣେ ପୁରୁଷ ଦିନକୁ ପ୍ରାୟ ୧୦୦ଥର ନିଜ ସ୍ତ୍ରୀଙ୍କୁ ଫୋନ କଲ କରିବା ତାଙ୍କ ପାଇଁ ମହଙ୍ଗା ପଡିଛି। ପୋଲିସ ଉକ୍ତ ସ୍ବାମୀଙ୍କୁ ଗିରଫ...

ପାକିସ୍ତାନ ସହ ଆଣବିକ ଚୁକ୍ତି ସ୍ବାକ୍ଷର କରିବ ବାଂଲାଦେଶ, ଭାରତର ପ୍ରତିଶୋଧ ନେବାକୁ…

ଢାକା,୧୬ା୯: ଶେଖ୍‌ ହାସିନାଙ୍କ ପତ୍ତନ ପରେ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଢାକା ବିଶ୍ୱବିଦ୍ୟାଳୟର ପ୍ରଫେସର ବର୍ତ୍ତମାନ ଏପରି ବିବୃତ୍ତି ଦେଇଛନ୍ତି, ଯାହା...

ଟ୍ରମ୍ପଙ୍କୁ ଗୁଳି କରିଥିବା ବ୍ୟକ୍ତିଙ୍କ ଇଚ୍ଛା ଜାଣିଲେ ହେବେ ଚକିତ, ରୁଷିଆ ବିରୋଧରେ ଯୁଦ୍ଧ ଲଢିବାକୁ ଚାହୁଁଥିଲେ…

ଓ୍ବାଶିଂଟନ,୧୬।୯: ରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫ୍ଲୋରିଡା ଗଲ୍ଫ କ୍ଲବ ବାହାରେ ଦୁଇ ଜଣ ବ୍ୟକ୍ତି ପରସ୍ପର ଉପରକୁ ଗୁଳି...

କାନାଡାରେ ଭୟଙ୍କର ଭୂମିକମ୍ପ: ଲୋକେ ଭୟଭୀତ

ଓଟଓ୍ବା,୧୬।୯: କାନାଡାର ବ୍ରିଟିଶ କଲମ୍ବିଆ ପ୍ରଦେଶର ଉତ୍ତର ଉପକୂଳରେ ଦୁଇଥର ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ମାପ କରାଯାଇଛି।...

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଏଲନ ମସ୍କଙ୍କ ବିବାଦୀୟ ବୟାନ, କହିଲେ କମଲା-ବାଇଡେନଙ୍କୁ ତ କେହି…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍‌...

ମଣିଷ ଉପରେ ମହାକାଶ ଯାତ୍ରାର ପ୍ରଭାବ ଗବେଷଣା ସମୃଦ୍ଧ ହେବ

ଓ୍ବାଶିଂଟନ, ୧୬।୯: ଆମେରିକୀୟ ମହାକାଶଯାନ ନିର୍ମାତା କମ୍ପାନୀ ‘ସ୍ପେସ୍‌ଏକ୍ସ’ର ‘ପୋଲାରିସ୍‌ ଡନ୍‌’ ମିଶନ ସଫଳତାର ସହ ସମାପ୍ତ ହୋଇଛି। ଫ୍ଲୋରିଡାର ଡ୍ରାଏ ଟର୍ଟୁଗାସ ଦ୍ୱୀପ ଉପକୂଳରେ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri