ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦ ଜିଲାରେ ବିଜେଡିର କ୍ଲିନ ସୁଇପ୍‌

ଭୁବନେଶ୍ୱର,୨୬।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ଗଣତିରେ ବିଜେଡି ଆଗରେ ଚାଲିଛି। ୧୦ ଜିଲାରେ ବିଜୁ ଜନତା ଦଳର କ୍ଲିନ ସୁଇପ୍‌ କରିଛି । ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେଡି ଭଦ୍ରକ, ଦେବଗଡ଼, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ମାଲକାନଗିରି , ନୟାଗଡ଼, ପୁରୀ , ସୋନପୁର ଜିଲାରେ ଆଗରେ ରହିଛି ।
ଗଣନା ହେଉଥିବା ୩୧୫ ଜୋନ ମଧ୍ୟରୁ ବିଜେଡି ୨୬୮ ସିଟ୍‌ରେ ଆଗୁଆ ରହିଛି। ସେହିପରି ଭାଜପା ୨୬ଟି ଜୋନ୍‌ରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୧୬ଟି ଜୋନ୍‌ରେ ଆଗୁଆ ରହିଛି । ଅନ୍ୟାନ୍ୟ ୫ଟି ଜୋନ୍‌ରେ ଆଗୁଆ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦଙ୍କ ଦୁଇ ପୁଅକୁ ପଢୁଆଁ କଲେ ପୂର୍ବତନ ବିଧାୟକ

ବାହାନଗା, ୨୭।୧୧(ଅରୂପ କୁମାର ଦାସ): ପ୍ରଥମାଷ୍ଟମୀରେ ମାମୁଘର କିମ୍ବା ମା’ବାପା ନିଜର ବଡ଼ ପୁଅକୁ ନୂଆ ବସ୍ତ୍ର ଦେଇ ପ୍ରଥମାଷ୍ଟମୀ ପାଳନ କରିଥାନ୍ତି। ସେହି ଅନୁଯାୟୀ...

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନେଇ ଚାଲିଛି ସ୍ବାସ୍ଥ୍ୟସେବା:ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା….

ବାରିପଦା,୨୭।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ହୋଇ ପଡ଼ିଥିବାରୁ ରୋଗୀଙ୍କ ମଧ୍ୟରେ ଉଦ୍‌ବେଗ...

ସ୍ତ୍ରୀଙ୍କୁ କବ୍‌ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ

ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ...

୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ...

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ...

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri