ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୩: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ। ଲୋକ ସଭା ଏବଂ କିଛି ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇପାରେ। ଆସନ୍ତାକାଲି ଅପରାହ୍ନ ୩ଟାରେ ଏକ ଖବରଦାତା ସମ୍ମିଳନୀରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଓଡ଼ିଶାରେ ମଧ୍ୟ କାଲି ନିର୍ବାଚନ ତାରିଖ ଘୋଷଣା ହେବ। ନିର୍ବାଚନ ତାରିଖ ଘୋଷଣା ସହ ଆସନ୍ତାକାଲି ନିର୍ବାଚନ ଆଚରଣ ବିଧି ଲାଗୁ ହେବ।

ସୂଚନାଯୋଗ୍ୟ, ପୂର୍ବ ୨୦୧୯ ନିର୍ବାଚନ ମାର୍ଚ୍ଚ ୧୦ରେ ଘୋଷଣା କରାଯାଇଥିଲା। ନିର୍ବାଚନ ଆୟୋଗ ରବିବାର ୨୦୧୯ରେ ଲୋକ ସଭା ନିର୍ବାଚନ ଘୋଷଣା କରିଥିଲେ, କିନ୍ତୁ ଏଥର ଶନିବାର ଘୋଷଣା କରାଯିବ। ଗତଥର ୭ଟି ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥର ମଧ୍ୟ ୬ରୁ ୭ ପର୍ଯ୍ୟାୟରେ ନିର୍ବାଚନ ହୋଇପାରେ ବୋଲି ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ହିଁ ସ୍ପଷ୍ଟ ସୂଚନା ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri