ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୩: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ। ଲୋକ ସଭା ଏବଂ କିଛି ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇପାରେ। ଆସନ୍ତାକାଲି ଅପରାହ୍ନ ୩ଟାରେ ଏକ ଖବରଦାତା ସମ୍ମିଳନୀରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଓଡ଼ିଶାରେ ମଧ୍ୟ କାଲି ନିର୍ବାଚନ ତାରିଖ ଘୋଷଣା ହେବ। ନିର୍ବାଚନ ତାରିଖ ଘୋଷଣା ସହ ଆସନ୍ତାକାଲି ନିର୍ବାଚନ ଆଚରଣ ବିଧି ଲାଗୁ ହେବ।

ସୂଚନାଯୋଗ୍ୟ, ପୂର୍ବ ୨୦୧୯ ନିର୍ବାଚନ ମାର୍ଚ୍ଚ ୧୦ରେ ଘୋଷଣା କରାଯାଇଥିଲା। ନିର୍ବାଚନ ଆୟୋଗ ରବିବାର ୨୦୧୯ରେ ଲୋକ ସଭା ନିର୍ବାଚନ ଘୋଷଣା କରିଥିଲେ, କିନ୍ତୁ ଏଥର ଶନିବାର ଘୋଷଣା କରାଯିବ। ଗତଥର ୭ଟି ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥର ମଧ୍ୟ ୬ରୁ ୭ ପର୍ଯ୍ୟାୟରେ ନିର୍ବାଚନ ହୋଇପାରେ ବୋଲି ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ହିଁ ସ୍ପଷ୍ଟ ସୂଚନା ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri