Posted inଜାତୀୟ

ରାଏବରେଲୀରେ କଂଗ୍ରେସକୁ ଝଟକା

ଲକ୍ଷ୍ନୌ,୧୯।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ଆମେଠିରେ ପହଞ୍ଚିବା ପୂର୍ବରୁ ଦଳର ପୂର୍ବତନ ବ୍ଲକ ସଭାପତି ଦଳରୁ ଇସ୍ତଫା ଦେଇଛନ୍ତି। ରାହୁଲ ଦେବ ସିଂ ତାଙ୍କ ଶତାଧିକ ସମର୍ଥକଙ୍କ ସହ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଜିଲାଧ୍ୟକ୍ଷଙ୍କ ନିକଟରେ ଦାଖଲ କରିଛନ୍ତି। ଗାନ୍ଧୀ ପରିବାର ସହିତ ରାହୁଲ ଦେବ ସିଂଙ୍କର ଅତି ଘନିଷ୍ଠ ସମ୍ପର୍କ ରହିଛି। ରାହୁଲଙ୍କ ଯାତ୍ରା ଆମେଠିରେ ପହଞ୍ଚିବା ପୂର୍ବରୁ ଏହା କଂଗ୍ରେସ ପାଇଁ ଏକ ବଡ ଝଟକା ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ୫ କୋଟି ଟଙ୍କାର ଧମକ ଦେଇ ପରିବା ବାଲା ଗିରଫ

ମୁମ୍ବାଇ,୨୪।୧୦: ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି ଯିଏ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୪।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ...

ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ

ଚଣ୍ଡିଗଡ଼,୨୪ା୧୦(ପି.ଟି.): ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି। ଜଣେ ସ୍ବାମୀଙ୍କ ସପକ୍ଷରେ ପରିବାର ଅଦାଲତ ଜୁଲାଇରେ ଛାଡ଼ପତ୍ର...

ମହାବିକାଶ ଆଘାଡିରେ ଛିଡିଲା ଭାଗବଣ୍ଟା; ଏତିକି ଏତିକି ଆସନରେ ଲଢ଼ିବେ ସମସ୍ତ ଦଳ

ମୁମ୍ବାଇ,୨୩।୧୦:  ମହାରାଷ୍ଟ୍ର ନିର୍ବାଚନ ପାଇଁ ଆଉ କିଛି ସମୟ ବାକି ଅଛି ଏବଂ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ଆରମ୍ଭ ହୋଇଛି। ସେପଟେ ରାଜ୍ୟରେ ବିରୋଧୀ...

୫ ବର୍ଷ ପରେ ମୋଦି-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ପ୍ରଥମ ଆଲୋଚନା

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ...

ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri