ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ସମ୍ବଲପୁର,୯।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଆମଲିପାଲ୍ଲୀ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବନ୍ୟପ୍ରାଣୀ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଛି। ଖବରପାଇ ବନ ବିଭାଗ ଅଧିକାରୀ ପିସିଏଫ ଚିତ୍ତ ରଞ୍ଜନ ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।

Share