ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍‌ଟିଏଫ୍‌ ଟିମ୍‌ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ ଜବତ କରିଛି। ସେମାନେ ହେଲେ କଲଣ୍ଡା ଗ୍ରାମର ରମାକାନ୍ତ ପ୍ରଧାନ ଓ ଅନାମ ମୁଣ୍ଡା। ସେମାନଙ୍କ ଠାରୁ ୫ କିଲୋ ୬୬୨ ଗ୍ରାମ ଓଜନର ଦୁଇଟି ଦାନ୍ତ ଜବତ ହୋଇଛି ବୋଲି ଡିଏଫ୍‌ଓ ଧନରାଜ ଏଚ୍‌ଡି ସୂଚନା ଦେଇଛନ୍ତି। ଦାନ୍ତ କିଣା ବିକା ବେଳେ ସେମାନଙ୍କୁ ଧରା ଯାଇଥିବା ବେଳେ ଏହି ଦାନ୍ତ କେଉଁ ହାତୀର ଓ କେଉଁଠି ହତ୍ୟା କରାଯାଇ କାରବାର କରାଯାଉଥିଲା ତାହା ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଜିଲା ମାନବିକତା: ଡିଜେ ପାଇଁ ଅଟକିଲା ଆମ୍ଭୁଲାନ୍ସ, ଗୋଟିଏ ନୁହେଁ ଏକାବେଳକେ …

ବାରଙ୍ଗ,୨୬।୧୧(ଲିଙ୍ଗରାଜ ରାଉତ): ବାରଙ୍ଗର ପ୍ରସିଦ୍ଧ କାର୍ତ୍ତିକେସ୍ବର ଭସାଣି ସୋମବାର ରାତିରେ ହୋଇଥିଲା। ତେବେ ଡିଜେର ତାଳେତାଳେ ସମସ୍ତେ ନାଚୁ ଥିବା ବେଳେ ଦେଖାଯାଇଥିଲା ଟ୍ରାଫିକ୍‌ ସମସ୍ୟା।...

ଏନଏସି ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ଜଣ କାଉନସିଲର

ଜି.ଉଦୟଗିରି,୨୬।୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ...

ମାଣ୍ଡିପଙ୍କାବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ପ୍ରତି ପରିବାରକୁ ମିଳିଲା…

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ...

ଶ୍ରମିକ-କୃଷକ ବିରୋଧୀ ନୀତି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୨୬।୧୧(ଦିଲ୍ଲୀପ ସାମଲ): ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା...

ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…

ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା...

ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….

ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି...

ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri