ଭୁବନ ଏନ୍‌ଏସିରେ ହାତୀ ଆତଙ୍କ, ଜନସାଧାରଣ ଭୟଭୀତ

ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍‌ଏସି ଚିନ୍ତା ପୋଖରୀ ରାସ୍ତା ଦେଇ ଗ୍ରାମର ବିଭିନ୍ନ ସାହିରେ ବୁଲି ରାତି ୩ଟା ସମୟରେ ୬ ନମ୍ବର ଓ୍ବାର୍ଡରେ ବୁଲିବା ସହିତ କେତେକ ସ୍ଥାନରେ କାନ୍ଥ ଭାଙ୍ଗିଦେଇଥିଲା। ଲୋକମାନେ ବନବିଭାଗକୁ ଜଣାଇବା ସହିତ ହୋ-ହଲ୍ଲା କରିବା ଦାରା ହାତୀଟି ଗ୍ରାମ ବାହାରକୁ ଯାଇଥିଲା। ସକାଳ ହୋଇଯିବାରୁ ଜିରାଉତ ସ୍ମୃତି କଲେଜରେ ଥିବା ଜଙ୍ଗଲ ଭିତରକୁ ପଳାଇ ଯାଇଥିଲା। କଲେଜର ଏକ ଫାଟକ ଭାଙ୍ଗିବା ସହିତ ବାଳିକା ଓ ବାଳକ ଛାତ୍ରାବାସ ଚାରିପାଖରେ ବୁଲିବାରୁ ସମସ୍ତ ଛାତ୍ରୀଛାତ୍ର ଭୟଭୀତ ହୋଇ କଲେଜ ଅଧ୍ୟକ୍ଷଙ୍କୁ ଜଣାଇଥିଲେ। ଅଧ୍ୟକ୍ଷ ବନବିଭାଗକୁ ଫୋନ୍‌ ଯୋଗେ ଜଣାଇବାରୁ କର୍ମଚାରୀମାନେ ପହଞ୍ଚି ହାତୀ ଉପରେ ନଜର ରଖିଛନ୍ତି। କଲେଜର ଛାତ୍ରୀଛାତ୍ର ଭୟଭୀତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ଜଳ ସଂରକ୍ଷଣ

ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର...

ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍‌ସ ୨୦୨୪ ମସିହା ଜୁନ୍‌ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍‌’ ଅନ୍ତରୀକ୍ଷ ଯାନରେ...

“ଲଙ୍କାଗୁଣ୍ଡ ପକାଇ ବାନ୍ଧିଲେ, ତା’ପରେ ଛୁରୀରେ ହତ୍ୟା କଲେ”, କର୍ଣ୍ଣାଟକର ପୂର୍ବତନ ଡିଜିପିଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା

ବେଙ୍ଗଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ଡିଜିପି ଓମ ପ୍ରକାଶଙ୍କ ମୃତ୍ୟୁ ମାମଲାରେ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। ସେ ଏପ୍ରିଲ ୨୦ ତାରିଖରେ ବେଙ୍ଗାଲୁରୁସ୍ଥିତ ନିଜ ଘରେ ମୃତ...

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image