ବଲାସିଙ୍ଗା ଗ୍ରାମରେ ହାତୀ: ଭୟରେ ଗ୍ରାମବାସୀ

ବୌଦ୍ଧ,୨ା୧୧(ଅଜିତ କୁମାର ବାରିକ): ବୌଦ୍ଧ ସହର ନିକଟସ୍ଥ ବଲାସିଙ୍ଗା ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ହାତୀ ଗ୍ରାମ ମଧ୍ୟକୁ ପଶି ଆସିଥିବା ଜଣାପଡିଛି । ମହାନଦୀ ପାର ହୋଇ ତିନି ଗୋଟି ହାତୀ ବୌଦ୍ଧ ଆଡକୁ ଚାଲି ଆସିଥିବା ବେଳେ ଗୋଟିଏ ହାତୀ ଦଳରୁ ଅଲଗା ହୋଇ ସନ୍ଧ୍ୟାରେ ଖୋର୍ଦ୍ଧା- ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ଦେଇ ଗ୍ରାମ ମଧ୍ୟକୁ ପଶିଯାଇଥିଲା । ଭୟରେ ଗ୍ରାମବାସୀ ତାଟି କବାଟ ବନ୍ଦ କରିବା ସହ ଘଉଡାଇବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ । ହାତୀଟି ଜାତୀୟ ରାଜପଥ ଉପରେ ବୁଲୁଥିବା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଛି । ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚତ୍ ହାତୀକୁ ଘଉଡାଇବା ପାଇଁ ଉଦ୍ୟମ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି।...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ...

ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ

ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image