ଘରୁ ଟାଣିଆଣି ୨ ଶିଶୁଙ୍କୁ ଦଳିଦେଲା ଦନ୍ତା

ବଣାଇ,୧୫।୧୨: ଘରୁ ଟାଣିଆଣି ୨ ଶିଶୁଙ୍କୁ ଦଳିଦେଲା ଦନ୍ତା। ଏଭଳି ଅଭାନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ତାମଡ଼ା ରେଞ୍ଜ କଣ୍ଟାପାଲି ଗାଁ ମୁଣ୍ଡା ସାହିରେ । ପରିବାର ସହ ଶୋଇଥିବା ବେଳେ ଦନ୍ତା ଟାଣିନେଇ ଦଳିଦେଇଛନ୍ତି।
ହାତୀକୁ ଦେଖି ଦୌଡି ପଳାଇଲେ ପରିବାରର ଅନ୍ୟ ସଦସ୍ୟ ମୃତକଙ୍କ ମଧ୍ୟରେ ଜଣଙ୍କ ବୟସ ୧୨ ଓ ଅନ୍ୟଜଣଙ୍କ ୩ ବର୍ଷ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା...

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା...

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image