ବିମାନରେ ମିଳିବ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ

ନୂଆଦିଲ୍ଲୀ,୨।୧୧: ଆଗାମୀ ଦିନରେ ବିମାନଗୁଡ଼ିକରେ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ଉପଲବ୍ଧ ହେବ। ଏ ନେଇ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି ବିଲିୟନେୟାର ଉଦ୍ୟୋଗୀ ଏଲନ ମସ୍କ।

ରକେଟ କମ୍ପାନୀ ସ୍ପେସ୍‌ ଏକ୍ସ ପକ୍ଷରୁ ଷ୍ଟାର୍‌ଲିଙ୍କ୍‌ ହେଉଛି ସାଟେଲାଇଟ ଭିତ୍ତିକ ବ୍ରଡ୍‌ବ୍ୟାଣ୍ଡ୍‌ ସେବା। କେଉଁ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ହେଉଛି ସେ ନେଇ ମସ୍କ କିଛି ସ୍ପଷ୍ଟ କରିନାହାନ୍ତି। ସ୍ପେସ୍‌ ଏକ୍ସ ୧୨ ହଜାର ସାଟେଲାଇଟ ଦ୍ୱାରା ଏଭଳି ସୁବିଧା ଯୋଗାଇ ଦେବ ବୋଲି କୁହାଯାଉଛି। ଏଥିଲାଗି କମ୍ପାନୀ ୧୦ ବିଲିୟନ ଡଲାର ନିବେଶ କରିବାକୁ ଲକ୍ଷ୍ୟ ରଖିଛି। ଏଭଳି କ୍ଷେତ୍ରରେ ସେବା ଯୋଗାଣ ଲାଗି ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟ ପ୍ରବେଶ କରୁଛନ୍ତି। ଏସବୁ କମ୍ପାନୀଗୁଡ଼ିକ ମଧ୍ୟରେ ଆମାଜନ ଡଟ୍‌ କମ୍‌ର କ୍ୱିପର, ବ୍ରିଟେନର ଓ୍ବାନ୍‌ଓ୍ବେବ୍‌, ଭେଞ୍ଚର କ୍ୟାପିଟାଲ ସହଯୋଗ ହାସଲ କରିଥିବା କମ୍ପାନୀ ପ୍ଲାନେଟ ଏବଂ ରେଥେୟନ ଟେକ୍ନୋଲୋଜି କର୍ପୋରେଶନର ବ୍ଲୁ କାନୟନ ଟେକ୍ନୋଲୋଜି ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ ନିର୍ମାଣ କରିବେ କେନ୍ଦ୍ର ସରକାର; ଝିଅ PM ମୋଦିଙ୍କୁ କହିଲେ ଥ୍ୟାଙ୍କ ୟୁ…

ନୂଆଦିଲ୍ଲୀ,୭।୧: ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ପରଲୋକ ପରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମାଣ କରିବା ଲାଗି କଂଗ୍ରେସ ଦାବି କରିଆସୁଛି। ଏହାକୁ...

ଚାରିବର୍ଷ ସର୍ବନିମ୍ନ ସ୍ତରକୁ ଖସିପାରେ ଅଭିବୃଦ୍ଧି ହାର, ଚିନ୍ତା ବଢ଼ାଇଲା ସରକାରଙ୍କ ତଥ୍ୟ

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସରକାର ଜିଡିପି ତଥ୍ୟ ପ୍ରକାଶ କରିଛନ୍ତି। ଏହାକୁ ଧ୍ୟାନରେ ରଖି ଅନୁମାନ କରାଯାଉଛି ଯେ, ଆଗାମୀ ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତର ମୋଟ...

ପୁଣି ଆରଜି କର ମେଡିକାଲ ଭଳି ଘଟଣା! ଜୁନିୟର ଡାକ୍ତରଙ୍କୁ ହସ୍ପିଟାଲରେ ବଳାତ୍କାର

ଗଓ୍ବାଲିଅର,୭।୧: ମଧ୍ୟପ୍ରଦେଶ ଗୱାଲିଅରରେ ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। କୋଲକାତା ଆରଜି ମେଡିକାଲ ଘଟଣା ପରେ ଗଓ୍ବାଲିଅରର ଏହି ଘଟଣା ସମସ୍ତଙ୍କର ଛାତି ଥରେଇ...

ମାଗଣା ଯୋଜନା ପାଇଁ ଟଙ୍କା ଅଛି ହେଲେ ବିଚାରପତିଙ୍କ ଦରମା ପାଇଁ… ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସରକାରଙ୍କୁ କଡା ଛାଟ ଦେଇଛନ୍ତି ସୁପ୍ରିମକୋର୍ଟ। ଜିଲା କୋର୍ଟ ବିଚାରପତିଙ୍କ ଦରମା ଏବଂ ପେନଶନକୁ ନେଇ ସରକାରଙ୍କ ମନୋଭାବ ସୁପ୍ରିମକୋର୍ଟଙ୍କୁ ନିରାଶ କରଛି।...

‘ଦିଲ୍ଲୀରେ ମୋଦିଙ୍କର ୨୭୦୦ କୋଟିର ରାଜମହଲ; ଦିନରେ ୩ ଥର ପୋଷାକ ବଦଳାଉଛନ୍ତି, ୧୦ ଲକ୍ଷ ଟଙ୍କିଆ କଲମରେ ଲେଖୁଛନ୍ତି’

ନୂଆଦିଲ୍ଲୀ,୭।୧: ଦିଲ୍ଲୀରେ ନିର୍ବାଚନ ତାରିଖ ଘୋଷଣା ହେବାର ପରେ ପରେ ଆମ୍‌ ଆଦ୍‌ମୀ ପାର୍ଟୀର ବଡ଼ ନେତାମାନେ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାର ଏବଂ...

୧୮୦ ସ୍ପିଡ୍‌ରେ ପିଟିହେଲା ଅଭିନେତା ଅଜିତଙ୍କ କାର୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧: ଦୁର୍ଘଟଣାର ଶିକାର ହୋଇଛନ୍ତି ତାମିଲ ଅଭିନେତା ଅଜିତ କୁମାର। ଦୁବାଇର ୨୪ ହାୱାର ରେସ୍ ୨୦୨୫ ପାଇଁ ପ୍ରସ୍ତୁତି କରୁଥିବା ସମୟରେ ଏହି ଦୁର୍ଘଟଣା...

ଦେଶରେ HMPV ଦେଖାଇଲା ଭୟଙ୍କର ରୂପ, ସ୍କୁଲ ଛୁଟି ଘୋଷଣା

ନୂଆଦିଲ୍ଲୀ,୭।୧: କରୋନା ପରେ ପୁଣି ଥରେ ଚାଇନାର ନୂଆ ଭାଇରସ ‘ହ୍ୟୁମାନ ମେଟାପ୍ନୁମୋ’ ବିଶ୍ୱକୁ ଭୟଭୀତ କରିବା ଆରମ୍ଭ କରିଛି। କୋଭିଡ ମହାମାରୀର ପ୍ରାୟ ୫...

ନେପାଳ ପରେ ଭାରତରେ ବଡ଼ ଧରଣର ଭୂକମ୍ପ ଝଟ୍‌କା! ଲୋକେ ଛାନିଆ…

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri