ରେଭ୍‌ ପାର୍ଟି କେସ୍‌ର ରହସ୍ୟ ଉନ୍ମୋଚନ, ବଢୁଛି ଏଲ୍‌ଭିଶଙ୍କ ସମସ୍ୟା

ନୂଆଦିଲ୍ଲୀ,୧୬ା୨: ରେଭ୍‌ ପାର୍ଟି ମାମଲାରେ ଏଲଭିଶ୍‌ ଯାଦବଙ୍କ ସମସ୍ୟା ବଢୁଥିବା ଜଣାପଡ଼ିଛି। ପ୍ରସିଦ୍ଧ ୟୁଟ୍ୟୁବର୍‌ ଏବଂ ବିଗବସ୍‌ ଓଟିଟିର ବିଜେତା ଏଲଭିଶ ଯାଦବ ରେଭ୍‌ ପାର୍ଟି ମାମଲାରେ ଅସୁବିଧାରେ ଫସିଛନ୍ତି।

ଯଦି ଉତ୍ସଗୁଡ଼ିକୁ ବିଶ୍ୱାସ କରାଯାଏ, ତେବେ ଏଫ୍‌ଏସ୍‌ଏଲ୍‌ ରିପୋର୍ଟ ସାପ ବିଷକୁ ନିଶ୍ଚିତ କରିଛି। ରିପୋର୍ଟରେ କୁହାଯାଇଛି, ସାପଠାରୁ ଉଦ୍ଧାର ହୋଇଥିବା ବିଷ କ୍ରାଇଟ ପ୍ରଜାତିର ସାପର ଅଟେ। କହି ରଖୁଛୁ ଯେ, ଗତ ବର୍ଷ ନଭେମ୍ବର ୧ରେ ପିଏଫ୍‌ଏର ଅଭିଯୋଗ ଉପରେ, ଏଲଭିଶ୍‌ଙ୍କ ସମେତ ମୋଟ ୫ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।

ସୂଚନାଯୋଗ୍ୟ, ପୋଲିସରେ ପଞ୍ଜୀକୃତ ହୋଇଥିବା ଏଫଆଇଆର୍‌ ଅନୁଯାୟୀ,ଏଲ୍‌ଭିଶ୍‌ ବିଦେଶୀ ଯୁବତୀମାନଙ୍କ ସହ ଏକ ବେଆଇନ ରେଭ୍‌ ପାର୍ଟି ଆୟୋଜନ କରିଥିଲେ। ଏହି ପାର୍ଟିରେ ଅନେକ ବିଷାକ୍ତ ସାପର ବିଷ ନିଶା ଭାବରେ ବ୍ୟବହୃତ ହୋଇଥିଲା। କେବଳ ଏତିକି ନୁହେଁ, ଏହା ମଧ୍ୟ ଅଭିଯୋଗ ହୋଇଛି ଯେ, ଏହି ଲୋକମାନେ ପାର୍ଟିରେ ବିଷ ଯୋଗାଣ ପାଇଁ ବିପୁଳ ପରିମାଣର ଚାର୍ଜ କରୁଥିଲେ। ପୋଲିସ ଏବଂ ଜଙ୍ଗଲ ବିଭାଗ ଟିମ୍‌ ରେଭ ପାର୍ଟି ଉପରେ ଚଢ଼ାଉ କରି ଘଟଣାର ଖୁଲାସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri