ଜରୁରୀ ଅବତରଣ କଲା ନୌସେନା ହେଲିକପ୍ଟର

ବାରିପଦା,୪।୧୨: ଆଜି ପୁରୀ ବେଳାଭୂମିରେ ପାଳନ ହେଉଛି ନୌସେନା ଦିବସ। ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ପରିପ୍ରେକ୍ଷୀରେ ନୌସେନାର ଏକ ହେଲିକପ୍ଟରର ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅମର୍ଦ୍ଦା ନିକଟର ବୁଧବାର ଜରୁରୀ ଅବତରଣ କରିଛି।

ଅବତରଣ ପରେ ହେଲିକପ୍ଟରରଟି ୫ରୁ ୧୦ ମିନିଟ ରହଣି ପରେ ପୁଣି ଉଡାଣ ଆରମ୍ଭ କରିଥିଲା। କେଉଁ ପରିସ୍ଥିତିରେ ହେଲିକପ୍ଟରଟି ଜରୁରୀ ଅବତରଣର କରିଥିଲା ତାହାର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୨: ଗୁରୁବାର ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ...

ମେଡିକାଲ କର୍ମଚାରୀଙ୍କୁ ମାଡ଼ ମାରି ଜଣେ ଗିରଫ

ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଆଉଟ ପୋଷ୍ଟ ଅଧୀନ ଆଡ଼ପଡ଼ା ମେଡିକାଲରେ ମଙ୍ଗଳବାର ଚିକିତ୍ସାରେ ବିଳମ୍ବ ଅଭିଯୋଗ କରି ୨ଯୁବକ ଉତ୍ତ୍ୟକ୍ତ...

ଡିସେମ୍ବର ୨୫ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଜାଣନ୍ତୁ ଏଥର କିଏ ପାଇବେ ଆଉ କିଏ ପଡ଼ିବେ ବାଦ୍‌, ବିସ୍ତୃତ ତଥ୍ୟ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ୱର,୪ା୧୨: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ...

ପୁଅ-ବୋହୂଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଥିଲେ ନିଆଁ, ବୋହୂଙ୍କ ମୃତ୍ୟୁ ପରେ ବନ୍ଧା ହେଲେ…

ବାରଙ୍ଗ,୪ା୧୨: କଟକ ଜିଲା ବାରଙ୍ଗ ଥାନା ଗୋଡ଼ିସାହିଫାଣ୍ଡି ଅଧିନସ୍ଥ ବାରସିଙ୍ଗା ଗ୍ରାମରେ ପୁଅବୋହୂଙ୍କୁ ପେଟ୍ରୋ ଢାଳି ନିଆଁ ଲଗାଇବା ଘଟଣାର ମୁଖ୍ୟ ଅଭିଯୁକ୍ତ ବାପା ଗୋବର୍ଦ୍ଧନଙ୍କୁ...

ଥରିଲା ମାଲକାନଗିରି

ମାଲକାନଗିରି,୪ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବୁଧବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟାରୁ ୭.୩୦ ମଧ୍ୟରେ ୩ରୁ ୪ ସେକେଣ୍ଡ ଏହା ଅନୁଭୂତ...

ଦ୍ରୁତ ଗତିରେ ଆସୁଥିଲା ବସ୍‌, ଚକାତଳେ ପଶିଗଲେ ବାଇକ୍‌ଚାଳକ, ଆଉ ତା’ ପରେ…

ଗଜପତି,୪ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ଦେବିତି ଗ୍ରାମ ନିକଟରେ ଗୋଟିଏ ଘରୋଇ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ...

ସ୍ବାମୀଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହେଲେ ନବ ବିବାହିତା

ଥୁଆମୂଳ ରାମପୁର,୪ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ ବୁଧବାର ଜଣେ ନବବିବାହିତା ତାଙ୍କୁ ସ୍ବାମୀ ଶାରୀରିକ, ମାନସିକ ଏବଂ ଯୌତୁକ ଜନିତ ନିର୍ଯାତନା...

ଖୁବଶୀଘ୍ର ଗଞ୍ଜାମ ଏବଂ ଢେଙ୍କାନାଳରେ ଖୋଲିବ ଆୟୁଷ ହସପିଟାଲ

ଭୁବନେଶ୍ୱର,୪।୧୨: ଓଡିଶାର ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ଖୁବ ଶୀଘ୍ର ଆୟୁଷ ଡାକ୍ତରଖାନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri