ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’ ଏବଂ ‘ଦ ବିୟର୍‌’ ପ୍ରାଧାନ୍ୟ ବଜାୟ କରିଛନ୍ତି। ଏହି ବର୍ଷ ‘ଶୋଗୁନ’ ସର୍ବାଧିକ ସଂଖ୍ୟକ ପୁରସ୍କାର ଜିତିଛି। ‘ଶୋଗୁନ’ ୧୪ଟି ପୁରସ୍କାର ଜିତିଛି।
ସ୍କିଟ୍ର କ୍ରିକ ତାରକା ଇଉଜିନ ଲେଭି ଏବଂ ଡାନ ଲେଭି ଏଥର ଶୋ’ ହୋଷ୍ଟ କରୁଛନ୍ତି। ଏହି ସମ୍ମାନଜନକ କାର୍ଯ୍ୟକ୍ରମର ନେତୃତ୍ୱ ନେବାରେ ସେମାନେ ପ୍ରଥମ ପିତା-ପୁତ୍ର ଯୋଡି।

କିଏ ଜିତିଲେ ପୁରସ୍କାର

Outstanding Drama Series- Shogun
Outstanding Comedy Series-Hacks
Outstanding Limited or Anthology Series- Baby Reindeer
Lead Actor, Drama- Hiroyuki Sanada, Shogun
Lead Actress, Drama- Anna Sawai, Shogun
Lead Actor, Comedy Jeremy- Allen White, The Bear
Lead Actress, Comedy- Jean Smart, Hacks
Lead Actor, Limited Series or Movie Richard Gadd, Baby Reindeer
Lead Actress, Limited Series or Movie Jodie Foster, True Detective: Night Country
Supporting Actor, Drama- Billy Crudup, The Morning Show
Supporting Actress, Drama- Elizabeth Debicki, The Crown
Supporting Actor, Comedy- Ebon Moss-Bachrach, The Bear
Supporting Actress, Comedy- Liza Colon-Zayas, The Bear
Supporting Actor- Limited Series or Movie Lamorne Morris, Fargo
Supporting Actress- Limited Series or Movie Jessica Gunning, Baby Reindeer
Outstanding Reality or Competition Program- Traitors
Best Scripted Variety Series- Last Week Tonight With John Oliver
Outstanding Writing for a Variety Special- Alex Edelman, Just for Us
Outstanding Directing for Limited Series or Movie Steven Zaillian, Ripley
Outstanding Writing, Comedy- Hacks
Outstanding Talk Show- The Daily Show
Outstanding Writing for a Drama Series- Will Smith, Slow Horses
Best Writing, Limited Series- Richard Gadd, Baby Reindeer
Outstanding Directing for Comedy Series- Christopher Storer, The Bear
Best Directing for Drama Series- Frederick E. O. Toye, Shogun…


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

ଇନ୍‌ଷ୍ଟାଗ୍ରାମ ବାୟୋ ପରିବର୍ତ୍ତନ କଲେ ଦୀପିକା, ପୋଷ୍ଟରେ ଲେଖିଲେ ଏମିତି…

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ସେପ୍ଟେମ୍ବର ୮ରେ ଦୀପିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ, ଯାହା ବିଷୟରେ...

ଫିଲ୍ମ ଦୁନିଆରୁ ସନ୍ୟାସ ଘୋଷଣା କଲେ ସାଉଥ ସୁପରଷ୍ଟାର ଥାଲାପତି ବିଜୟ

ମୁମ୍ବାଇ: ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଥାଲାପତି ବିଜୟ ଆଉ ଫିଲ୍ମରେ ଦେଖାଯିବେ ନାହିଁ। ଅଭିନେତା ଫିଲ୍ମରୁ ସନ୍ୟାସ ନେବାକୁ ମନସ୍ଥ କରିଛନ୍ତି। ନିଜ ପ୍ରଡକ୍ସନ...

ଓଡ଼ିଆ ସିନେମାର ୭ ଏଭର ଗ୍ରିନ୍‌ ଗୀତ ଶୁଣିଲେ ଆଜି ବି ହେବେ ଗୁଣୁଗୁଣୁ, ଜାଣନ୍ତୁ…

୧୯୬୩ରୁ ଆରମ୍ଭ ହୋଇଛି ଓଡ଼ିଆ ସିନେମା ନିର୍ମାଣର ଧାରା, ଯେଉଁ ଧାରାକୁଅଧିକ ଲୋକପ୍ରିୟ କରାଇଛି ଏହାର ଗୀତ। କିଏ ସିନେମା ଦେଖନ୍ତୁ ବା ନ ଦେଖନ୍ତୁ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri