୧୦ ମହିଳାଙ୍କୁ ‘ଏମ୍‌ପାଓ୍ବାର ଅଫ୍‌ ଓ୍ବିମେନ’ ସମ୍ମାନ

ଭୁବନେଶ୍ୱର, ୭।୩(ବ୍ୟୁରୋ):ଦିଶା ଓଡ଼ିଶା ଫାଉଣ୍ଡେଶନ ପକ୍ଷରୁ ଭୁବନେଶ୍ୱର ଏଲ୍‌ଆଇସି ଛକସ୍ଥିତ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦ଜଣ ମହିଳାଙ୍କୁ ‘ଏମ୍‌ପାଓ୍ବାର ଅଫ୍‌ ଓ୍ବିମେନ୍‌-୨୦୨୩’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ ଯୋଗଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ କଣ୍ଠଶିଳ୍ପୀ ଜୟଶ୍ରୀ ଧଳ, ଚଳଚ୍ଚିତ୍ର ଅଭିନେତା ସୂର୍ଯ୍ୟକାନ୍ତ ସାମଲ, ନିରଞ୍ଜନ ଆଚାର୍ଯ୍ୟ, ସାମାଜିକ କର୍ମୀ ମାନସ ବସ୍ତିଆ, ସୁବ୍ରତ ସାହୁ ଯୋଗଦେଇଥିଲେ। ଦିଶା ଅଧ୍ୟକ୍ଷା ଡା. ବନ୍ଦନା ହରିଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ବର୍ଦ୍ଧିତ ପ୍ରତିଭାମାନେ ହେଲେ ସେବିକା ପ୍ରତିମା ସାମନ୍ତରାୟ, ସାମ୍ବାଦିକା ସୁମିତ୍ରା ସାହୁ, ଗ୍ରୁପ୍‌ ଉଦ୍ୟୋଗୀ ନର୍ମଦା ସିଂହ ଓ ସ୍ବାଗତିକା ରାଓ, ସମାଜସେବୀ ଡେଜି ଶତପଥୀ, ଶବର ରାଣୀ ମଧୁସ୍ମିତା ପୃଷ୍ଠି, ପୂଣ୍ୟତ୍ୟୋୟା ମହାପାତ୍ର, ପୁଷ୍ପାଞ୍ଜଳି ସାହୁ, ପ୍ରଭାତି ସାହୁ ଓ ଅମ୍ରିତା ରାଉତରାୟ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ...

 କାହିଁକି  ଆଶାକର୍ମୀ ଡାଳିମ୍ବ  ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ 

ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ  ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ...

ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ପାଇବେ, କାହିଁକି ଏମିତି କହିଲେ ଜଙ୍ଗଲମନ୍ତ୍ରୀ

ଭୁବନେଶ୍ୱର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାଘକୁ ନେଇ ତାଙ୍କର ବୟାନ ରଖିଥିଲେ। ଏହାପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ମଧ୍ୟ ତାଙ୍କ...

ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍...

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ  ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ...

କେତେ ପ୍ରତିଶତ କ୍ଷତି ହୋଇଥିଲେ ମିଳିବ ସରକାର ସହାୟତା ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୭।୧: ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୬ଟି ଜିଲାରେ ହୋଇଥିବା ଅଦିନିଆ ବର୍ଷାକୁ ସରକାର ‘ପ୍ରାକୃତିକ ବିପର୍ଯ୍ୟୟ’ ଭାବେ ଗ୍ରହଣ କରିଥିବାବେଳେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି...

ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର...

ନିଜ ଲଢ଼େଇ ନିଜେ ଲଢ଼ିବେ ଛାତ୍ରୀ: ମହାବିଦ୍ୟାଳୟରେ ଆରମ୍ଭହେଲା ….

ଗଞ୍ଜାମ,୬।୧୨:(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ସହିଦ ଭଗତ ସିଂ କଲେଜରେ ସୋମବାର ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । କଲେଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri