Posted inଜାତୀୟ

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।

ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏନେଇ ସୁରକ୍ଷା କର୍ମୀ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ସୁରକ୍ଷା କର୍ମୀଙ୍କ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ହେଲେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅପରେଶରେ ସାମିଲ ଥିବା ସମସ୍ତ ସୁରକ୍ଷା କର୍ମୀ ସୁରକ୍ଷିତ ଥିବା ଦାନ୍ତେୱାଡ଼ା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ...

ବିମାନରୁ ବାହାରିଲା ଧୂଆଁ, ଅଟକିଗଲା ୧୪୮ ଯାତ୍ରୀଙ୍କ ନିଶ୍ୱାସ

ଥିରୁଭାନନ୍ତପୁରମ,୪।୧୦: ଶୁକ୍ରବାର ଥିରୁଭାନନ୍ତପୁରମ ବିମାନବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ (IX- 549) ର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଉଡ଼ାଣ ପରେ ବିମାନରୁ ଧୂଆଁ ବାହାରିବା...

ତୃତୀୟ ମହଲାରୁ ଡେଇଁଲେ ଉପ ବାଚସ୍ପତି

ମୁମ୍ବାଇ,୪।୧୦: ମହାରାଷ୍ଟ୍ରରେ ଅଜିତ ପାୱାରଙ୍କ ଦଳର ଉପ ବାଚସ୍ପତି ନରହରୀ ଝିରୱଲ ଛାତରୁ ଡେଇଁପଡି ସୁରକ୍ଷା ଜାଲରେ ଫସି ରହିଥିଲେ। ସେ ଏସଟି କୋଟା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri