କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଏନେଇ ପୋଲିସ ଏବଂ ଏସ୍‌ଓଜି ଯବାନ ମିଳିତ ଭାବେ ଜଙ୍ଗଲରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ଫଳରେ ଯବାନ ଏହାର ପାଲଟା ଜବାବ ଦେଇଥିଲେ। ଏହି ଏନ୍‌କାଉଣ୍ଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏପରିକି ଯବାନମାନେ ଜଙ୍ଗଲରୁ ଏକେ-୪୭ ବନ୍ଧୁକ ସହ ମାଓବାଦୀମାନେ ବ୍ୟବହାର କରୁଥିବା ବିଭିନ୍ନ ସାମଗ୍ରୀ ଜବତ କରିଥିବା ଜଣାପଡିଛି। ଅନ୍ୟପକ୍ଷେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ

ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

ବାତ୍ୟା ଦାନାବେଳେ ଆସିଲା ଖୁସି ଖବର

ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା...

ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା...

ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ; ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri