ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ରବିବାର ଉଚ୍ଛେଦ ଆରମ୍ଭ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ରବିବାର ଆରମ୍ଭ ହେବ। ଉଚ୍ଛେଦ ପୂର୍ବରୁ ଶନିବାର ସମ୍ପୃକ୍ତ ଅଞ୍ଚଳରେ ପୋଲିସ ଫ୍ଲାଗମାର୍ଚ୍ଚ କରିଛି। ଗୁରୁବାର ପୌର ପ୍ରଶାସନ ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକଠାରୁ ରାସ୍ତା ମାପଚୁପ୍‌ କରିଥିବା ବେଳେ ଉଚ୍ଛେଦ ନେଇ ପୌର ପ୍ରଶାସନ ପକ୍ଷରୁ ଶୁକ୍ରବାର ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଛି।

ଉଚ୍ଛେଦ ପୂର୍ବରୁ ରାଜସ୍ବ ଏବଂ ପୌର ବିଭାଗ ପକ୍ଷରୁ ଚିହ୍ନିତ ଜବରଦଖଲ ଅଂଶ ଖାଲି କରିବା ପାଇଁ ଡାକବାଜି ଯନ୍ତ୍ରରେ ସୂଚାଇ ଦିଆଯାଇଛି। ଯଦି ସମ୍ପୃକ୍ତ ସ୍ଥାନରେ ରହିଥିବା କୌଣସି ମୂଲ୍ୟବାନ ଜିନିଷ ଉଚ୍ଛେଦ ସମୟରେ କ୍ଷତିଗ୍ରସ୍ତ ହୁଏ, ତେବେ ପୌର ପ୍ରଶାସନ ଦାୟୀ ରହିବ ନାହିଁ। ଫଳରେ ଉଚ୍ଛେଦ ପୂର୍ବରୁ ସେଭଳି ସାମଗ୍ରୀ ସେଠାରୁ ନେଇ ଯିବା ପାଇଁ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳା ପୂଜା ସାରି ଫେରିବା ବେଳେ ଟଳି ପଡ଼ିଲେ ପୂଜକ

ଆନନ୍ଦପୁର,୨।୪(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଶାସଙ୍ଗ ଗ୍ରାମରେ ବୁଧବାର ଦିନ ମଙ୍ଗଳା ପର୍ବର କଳସ ବିସର୍ଜନ ସାରି ଫେରିବା ବେଳେ ଟଳି...

ପ୍ରଥମ ସପ୍ତାହରେ ଅଭିଯୋଗ ଶୁଣାଣି ନୋହିଲା, ୭ରୁ ହେବ ଆରମ୍ଭ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି ।...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ଖଲ୍ଲିକୋଟ,୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭରସା ଗ୍ରାମର ପ୍ରଭାତ ଓରଫ ସିଲୁ ମହାନ୍ତି (୨୮) ମଙ୍ଗଳବାର ଅପରାହ୍ନରେ ଗ୍ରାମର ମଶାଣି...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025...

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି...

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image