ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୮ ସ୍ଥାନରେ ଏକକାଳୀନ ଚଢାଉ

ପରଜଙ୍ଗ,୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର (ଆର୍‌ଡବ୍ଲଏସ୍‌ଏସ୍‌ ) ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଡିଭିଜନର ଅଭିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଡିହଡୋଳ ସ୍ଥିତ ବାସଭବନ ସମେତ ପଙ୍ଗାତିରା ସ୍ଥିତ ଶ୍ବଶୁର ଘର ଏବଂ ଭୁବନେଶ୍ୱର,ଢେଙ୍କାନାଳ, ଅନୁଗୋଳ ସମେତ ୮ଟି ସ୍ଥାନରେ ଢେଙ୍କାନାଳ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢାଉ କରାଯାଇଛି। ଏହି ଚଢାଉରେ ୮ଟି ଟିମ୍‌ ସାମିଲ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Top 5 temples in Western Odisha: ପଶ୍ଚିମ ଓଡ଼ିଶାର ଟପ୍‌-୫ ମନ୍ଦିର

ପଶ୍ଚିମ ଓଡ଼ିଶାରେ ଅନେକ ଐତିହାସିକ ଓ ଧାର୍ମିକ ମନ୍ଦିର ରହିଛି, ଯାହା ସାଂସ୍କୃତିକ ଓ ସ୍ଥାପତ୍ୟ ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମନ୍ଦିରଗୁଡ଼ିକରେ ଶୈବ, ବୈଷ୍ଣବ...

‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ...

ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ

ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ...

Houthi ବିଦ୍ରୋହୀଙ୍କ ଉପରେ ପୁଣି ଆମେରିକା ସେନାର ଆକ୍ରମଣ, ବୋମା ମାଡରେ ୩୮ ମୃତ, ୧୦୨ ଆହତ

ଦୁବଇ,୧୮।୪: ୟେମେନର Houthi ବିଦ୍ରୋହୀମାନେ ଦାବି କରିଛନ୍ତି ଯେ ଆମେରିକା ରାସ ଇସା ତୈଳ ବନ୍ଦର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ଅତି...

ପାକିସ୍ତାନକୁ ନାଲି ଆଖି ଦେଖାଇଲା ବାଂଲାଦେଶ! କହିଲା କ୍ଷମା ମାଗୁ ପାକିସ୍ତାନ, ଜାଣନ୍ତୁ Yunusଙ୍କ ପ୍ଲାନ

ଢାକା,୧୮।୪: ୧୯୭୧ ମସିହାର ମୁକ୍ତି ଯୁଦ୍ଧ ସମୟରେ ପାକିସ୍ତାନୀ ସେନା ଦ୍ୱାରା ବଙ୍ଗାଳୀମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ପାଇଁ ବାଂଲାଦେଶ ପାକିସ୍ତାନକୁ ଆନୁଷ୍ଠାନିକ ଭାବରେ କ୍ଷମା...

୧୦ଲକ୍ଷ ମହିଳାଙ୍କୁ ବଳାତ୍କାର, ୩୦ ଲକ୍ଷ ଲୋକଙ୍କୁ ହତ୍ୟା, Pakistan ସେନାର ଏମିତି କାଣ୍ଡ, ଯାହାକୁ ଆଜିବି ଭୁଲି ନାହିଁ ବାଂଲାଦେଶ

ଢାକା,୧୮।୪: ମହମ୍ମଦ ୟୁନୁସଙ୍କ ଶାସନରେ, ଭାରତ ସହିତ ବାଂଲାଦେଶର ସମ୍ପର୍କ ହ୍ରାସ ପାଇବାରେ ଲାଗିଛି। ଚାଲାକ ପାକିସ୍ତାନ ଏହାର ସଂପୂର୍ଣ୍ଣ ଫାଇଦା ନେବାକୁ ଚାହୁଁଛି। ସେଥିପାଇଁ...

ବିମାନ ଅପହରଣ ଉଦ୍ୟମ, ଯାତ୍ରୀଙ୍କ ଗୁଳିରେ ଦୁର୍ବୁତ୍ତ ମୃତ: ରିପୋର୍ଟ

ନୂଆଦିଲ୍ଲୀ,୧୮।୪: ନିଉ ୟର୍କ ପୋଷ୍ଟର ରିପୋର୍ଟ ଅନୁଯାୟୀ, ବେଲିଜରେ ଗୁରୁବାର ଜଣେ ଛୁରୀ ଧରିଥିବା ଆମେରିକୀୟ ନାଗରିକ ଟ୍ରପିକ ଏୟାରର ଏକ ଛୋଟ ବିମାନ ଅପହରଣ...

Elon musk Child Plan: ଲିକ ହେଲା ମସ୍କଙ୍କ ଅଧିକ ସନ୍ତାନ ଜନ୍ମ କରିବାର ପ୍ଲାନ, ଲୋକେ କହିଲେ ଗଢୁଛନ୍ତି ନିଜର ସେନା, ଜାଣନ୍ତୁ…

ଓ୍ବାଶିଂଟନ,୧୮।୪: ଏଲୋନ ମସ୍କ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି। ଟେସଲା ଏବଂ ସ୍ପେସଏକ୍ସ ଭଳି ଉଦ୍ଭାବନ ପରେ, ତାଙ୍କର ଧ୍ୟାନ ଏବେ ଅଧିକ ସନ୍ତାନ ଜନ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image