ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ।

କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ଘୁମର, ଆସନା, ଫୁଲଭଟ୍ଟା,ମସିଗାଁ ଏବଂ ଦିଗାପୁର ପଞ୍ଚାୟତ ଦାୟିତ୍ୱରେ ରହିଥିବା ସହକାରୀ ଯନ୍ତ୍ରୀ ଏକ ଗୁହାଳ ଗୃହ ବିଲ୍‌ ପାସ୍‌ କରାଇବା ନେଇ ଜଣେ ଠିକାଦାରଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ ଟିମ୍‌। ଦୁର୍ନୀତିରେ ଲିପ୍ତ ରହିଥିବା ସହକାରୀ ଯନ୍ତ୍ରୀଙ୍କ ନାମରେ ପୂର୍ବରୁ ଅଭିଯୋଗ ରହିଥିବାବେଳେ ଲୁଚି ରହିଥିବା ୫ ଜଣିଆ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ଗତ କିଛିଦିନ ହେବ ସହକାରୀ ଯନ୍ତ୍ରୀଙ୍କ ନାମରେ ଅଭିଯୋଗ ରହିଥିବା ବେଳେ ଜୟପୁର ଭିଜିଲାନ୍ସ ଏହାକୁ ନେଇ ଏକ ଟିମ୍‌ ଗଠନ କରି ଶୁକ୍ରବାର ପୂର୍ବାହ୍ନରେ କୁନ୍ଦୁରା ବ୍ଲକଠାରେ ରହିଥିବା ଯନ୍ତ୍ରୀଙ୍କ କାର୍ଯ୍ୟାଳୟଠାରେ ଟଙ୍କା ସହ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ…

ଭୁବନେଶ୍ୱର,୨୭।୯: ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି  ଟେଷ୍ଟ...

ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ...

ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ...

ପାଇନ୍‌ ବଣରୁ ମିଳିଲା ଶହ ଶହ କାଚ ବୋତଲ, ଚିନ୍ତାରେ ପରିବେଶବିତ୍‌

ଦାରିଙ୍ଗବାଡ଼ି,୨୭ା(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡ଼ିର...

‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର

ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ।...

ହଷ୍ଟେଲରୁ ମିଳିଲା ଫାର୍ମାସୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ଼ ନୋଟରେ…

ବ୍ରହ୍ମପୁର,୨୭।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ପୋଲିସ ଶୁକ୍ରବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକ ଜଣଙ୍କ ପୁରୀ ଜିଲା କୃଷ୍ଣପ୍ରସାଦ...

ଭକ୍ତଙ୍କୁ ପଞ୍ଚଲିଙ୍ଗେଶ୍ୱର ମନା 

ନୀଳଗିରି,୨୭।୦୯(ପ୍ରଶାନ୍ତ କୁମାର ବିଶ୍ବାଳ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷାର ପ୍ରଭାରେ ଧନ ଜୀବନ ଅସ୍ତବ୍ୟସ୍ତ  ହୋଇପଡ଼ିଛି। ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର...

ମହାପ୍ରଭୁଙ୍କ ଅବଢ଼ାର ହେବ ମାନ ଯାଞ୍ଚ: ରୋଷ ଘରକୁ ଯାଉଥିବା….

ଭୁବନେଶ୍ୱର,୨୭।୯: ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri