ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

କଟକସଦର,୧୨ା୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ସକାଳୁ କଟକ ଏବଂ ଭୁବନେଶ୍ୱରର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।

Share