Posted inଖେଳ

କ୍ରିକେଟ୍‌ ଜଗତ ପାଇଁ ଦୁଃଖଦ ଖବର: ଚାଲିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌

ଲଣ୍ଡନ,୨୬।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ୍‌ ଟେଡ ଡେକ୍ସଟରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଆକ୍ରମକ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଏବଂ ଜଣେ ମିଡିୟମ୍‌ ପେସ୍‌ ବୋଲର ଥିଲେ। ଡେକ୍ସଟରଙ୍କ ପରଲୋକରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ(ଆଇସିସି) ଶୋକ ବ୍ୟକ୍ତ କରିଛି। ଡେକ୍ସଟର ୬୨ଟି ଟେଷ୍ଟ ଖେଳିଥିଲେ। ୧୯୫୮ରେ ସେ ପ୍ରଥମ ଟେଷ୍ଟ ଖେଳିଥିବାବେଳେ ୧୯୬୮ରେ ସେ ଶେଷ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ୧୯୬୧-୬୨ରେ ସେ ଇଂଲଣ୍ଡର ଅଧିନାୟକ ପଦ ମଧ୍ୟ ସମ୍ଭାଳି ଥିଲେ। ସେହିପରି ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ୨୧୦୦୦ରୁ ଅଧିକ ରନ୍‌ କରିବା ସହ ୪୧୯ ଉଇକେଟ୍‌ ମଧ୍ୟ ନେଇଥିଲେ। ରାcଜନୀତିରେ ଯୋଗ ଦେବା ପାଇଁ ସେ କ୍ରିକେଟ୍‌ ଛାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୁଟିଗଲା ସବୁ ଆଶା! WTC ଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଲା ଭାରତ,ଏବେ ଏହି ଟିମ୍‌ ମଧ୍ୟରେ… 

ନୂଆଦିଲ୍ଲୀ,୫।୧: ବର୍ଡର ଗାଭାସ୍କର ଟ୍ରଫିରେ ପରାଜିତ ହେବା ପରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ ଦୌଡ଼ରୁ ବାଦ୍‌ ପଡ଼ିଛି ଟିମ୍‌ ଇଣ୍ଡିଆ। ଦଳକୁ ଏହି ଟୁର୍ନାମେଣ୍ଟରେ ରହିବା...

ହାରିବା ପରେ ପ୍ରେସ କନଫରେନ୍ସରେ ପହଞ୍ଚିଲେ ଗମ୍ଭୀର, ଜାଣନ୍ତୁ କାହାକୁ କଲେ ଦୋଷାରୋପ

ନୂଆଦିଲ୍ଲୀ,୫।୧: ୨୦୨୪-୨୫ରେ ବର୍ଡର-ଗାଭାସ୍କର ଟ୍ରଫିରେ ଟିମ ଇଣ୍ଡିଆକୁ ୩-୧ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। ସିରିଜର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଇଥିଲା ଯେଉଁଥିରେ...

ଜୋତାରେ କ’ଣ ‘ସ୍ୟାଣ୍ଡପେପର୍‌’ ଲୁଚାଇଥିଲେ ବୁମ୍‌ରା? ଭାଇରାଲ ହେଉଥିବା ଭିଡିଓ ପଛର ସତ କ’ଣ…

ସିଡନୀ,୪।୧: ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆ ଉପରେ ଚାପ ବଢ଼ୁଥିବା ଦେଖି ଅଷ୍ଟ୍ରେଲୀୟ ପ୍ରଶଂସକ ଏବେ ଜସପ୍ରିତ ବୁମ୍‌ରାଙ୍କୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ ବୁମ୍‌ରାଙ୍କ ଏକ...

‘କୋହଲିଙ୍କୁ ପୁଣି ଅଧିନାୟକ କରାଯାଉ’; କାହିଁକି ଏବଂ କିଏ କରୁଛି ଏଭଳି ଦାବି… 

ନୂଆଦିଲ୍ଲୀ,୪।୧: ତିନି ବର୍ଷ ପୂର୍ବେ ଟିମ୍‌ ଇଣ୍ଡିଆର ଅଧିନାୟକ ପଦ ଛାଡ଼ିଥିବା ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୁଣିଥରେ ମଇଦାନରେ ନିଜର ପୁରୁଣା ଷ୍ଟାଇଲ୍‌ରେ ନଜର...

ଧନଶ୍ରୀ ବର୍ମା କିଏ? ପେସାରେ ଡାକ୍ତର ସତ୍ତ୍ୱେ ନୃତ୍ୟ କରି ପାଇଥିଲେ ଖ୍ୟାତି, ଏବେ ଚହଲଙ୍କ ସହ ଛାଡ଼ପତ୍ରକୁ ନେଇ…

ନୂଆଦିଲ୍ଲୀ,୪।୧: ୨୦୨୦ରେ ବେଶ ଧୁମ୍‌ଧାମରେ ହୋଇଥିଲା ବିବାହ। ହେଲେ ଏବେ ବାଟ ହେବାକୁ ଯାଉଛି ଅଲଗା। ଆଧିକାରୀକ ଭାବେ କୌଣସି ଘୋଷଣା କରାଯାଇ ନ ଥିଲେ...

ପତ୍ନୀ ଧନଶ୍ରୀଙ୍କ ସହ ଫଟୋ ଡିଲିଟ୍‌ କରି ଅନ୍‌ଫଲୋ କଲେ ଯୁଜବେନ୍ଦ୍ର, ସ୍ପଷ୍ଟ ହେଲା…

ନୂଆଦିଲ୍ଲୀ,୪।୧: ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼। କିଛିଦିନ ତଳେ ସେ ପତ୍ନୀ ଧନଶ୍ରୀ ବର୍ମାଙ୍କୁ ଛାଡ଼ପତ୍ର ଦେଉଥିବା ଖବର ଚର୍ଚ୍ଚାରେ ରହିଥିଲା।...

ଉଜୁଡିଗଲା ଚହଲ-ଧନଶ୍ରୀଙ୍କ ଘର! କପଲଙ୍କର ହେବ ଛାଡପତ୍ର, ଜାଣନ୍ତୁ କ’ଣ ଏହାର ସତ୍ୟତା

ନୂଆଦିଲ୍ଲୀ,୪।୧: କିଛି ଦିନ ପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ଛାଡପତ୍ର ଖବରକୁ ନେଇ ଭାରତୀୟ ପ୍ରଶଂସକମାନେ ଆଶ୍ଚର୍ଯ୍ୟ...

ରିଷଭ ପନ୍ତ ବିସ୍ଫୋରକ ବ୍ୟାଟିଂ: ଭାରତ ୧୪୫ ରନରେ ଆଗୁଆ 

ସିଡନୀ,୪/୧: ବର୍ଡ଼ର- ଗାଭାସ୍କର ଟେଷ୍ଟ ସିରିଜର ଶେଷ ଟେଷ୍ଟର ଦ୍ବିତୀୟ ଦିନ ଖେଳ ଶେଷ ହୋଇଛି। ଭାରତ ଦ୍ୱିତୀୟ ଇନିଂସରେ ୬ ଉଇକେଟ୍ ହରାଇ ୧୪୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri