Categories: ଖେଳ

ଟସ ଜିତିଲା ଇଂଲଣ୍ଡ, ପ୍ରଥମେ ବୋଲିଂ…

ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପର ଫାଇନାଲରେ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ମେଲବୋର୍ନ ଗ୍ରାଉଣ୍ଡରେ ହେଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ ଟିମ୍‌ ଇଂଲଣ୍ଡ ବୋଲିଂ ଆରମ୍ଭ କରିଛି।

Share