Posted inଖେଳ

ଆଇପିଏଲ ଆୟୋଜନ ପାଇଁ ଆସିଲା ପ୍ରସ୍ତାବ

ଲଣ୍ଡନ, ୬ା୫ : ବିଭିନ୍ନ ଫ୍ରାଞ୍ଚାଇଜର କିଛି ଖେଳାଳି ଓ ମ୍ୟାନେଜମେଣ୍ଟ ଷ୍ଟାଫ କୋଭିଡ୍‌ ଆକ୍ରାନ୍ତ ହେବାରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ସ୍ଥଗିତ କରି ଦିଆଯାଇଛି। ଲିଗ୍‌ର ଅବଶିଷ୍ଟ ୩୧ ମ୍ୟାଚ୍‌ ଆୟୋଜନ କରିବା ପାଇଁ ଇଚ୍ଛା ପ୍ରକଟ କରିଛନ୍ତି ଆଗ ଧାଡ଼ିର ୪ ଇଂଲିଶ କାଉଣ୍ଟି କ୍ଲବ। ଏହି ତାଲିକାରେ ମିଡଲସେକ୍ସ, ସରେ, ଓ୍ବାରଓ୍ବିକଶାୟାର ଓ ଲାନକାଶାୟାର ରହିଛନ୍ତି।

ଚଳିତ ବର୍ଷ ପରବର୍ତ୍ତୀ ଭାଗରେ କରୋନାର ତୃତୀୟ ଲହର ଆସିବାକୁ ଥିବାରୁ ଭାରତରେ ଆଉ ଆଇପିଏଲ ଖେଳାଯାଇ ପାରିବ ନାହିଁ। ଏଣୁ ସେପ୍ଟେମ୍ବରରେ ଭାରତ ଓ ଇଂଲଣ୍ଡ ଗସ୍ତ ଶେଷ ହେବା ପରେ ବିସିସିଆଇ ଆଇପିଏଲର ବଳକା ମ୍ୟାଚ୍‌ ଆୟୋଜନ କରିବାକୁ ଚିନ୍ତା କରୁଛି। ଭାରତୀୟ ଦଳର ଇଂଲଣ୍ଡ ଗସ୍ତ ସେପ୍ଟେମ୍ବର ୧୪ ତାରିଖରେ ଶେଷ ହେବ।

ଲଡର୍‌ସ ଓ ଓଭାଲ (ଉଭୟ ଲଣ୍ଡନରେ), ଏଜବାଷ୍ଟନ (ବର୍ମିଂହାମ) ଓ ଓଲ୍ଡ ଟ୍ରାଫର୍ଡ (ମାଞ୍ଚେଷ୍ଟର) ଆଇପିଏଲର ବଳକା ମ୍ୟାଚ୍‌ ଆୟୋଜନ ପାଇଁ ଇଚ୍ଛୁକ ଥିବା ଇସିବିକୁ ଜଣାଇଛନ୍ତି। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ଟୁର୍ନାମେଣ୍ଟକୁ ପ୍ରାୟ ଦୁଇ ସପ୍ତାହରେ ଶେଷ କରିବାକୁ ଯୋଜନା କରାଯିବ। ତେବେ ଲିଗ୍‌କୁ ଶେଷ କରିବା ପାଇଁ ୨୦ ଦିନିଆ ଗ୍ୟାପ ଖୋଜୁଛି ବିସିସିଆଇ। ଏଥିରେ ବହୁ ସଂଖ୍ୟାରେ ଡବଲ୍‌ ମ୍ୟାଚ୍‌ ଖେଳାଯିବ। ଏ ସମ୍ପର୍କରେ ବିସିସିଆଇ ଓ ଇସିବିର ପ୍ରତିନିଧି ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri