ଇଗ୍ନୋରେ ନାମଲେଖା ଅବଧି ୧୫ ତାରିଖକୁ ବୃଦ୍ଧି

ଭୁବନେଶ୍ୱର,୩।୭: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ-ଇଗ୍ନୋର ନାମଲେଖା ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି କରାଯାଇଛି । ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡୁଥିବା କିମ୍ବା ଶିକ୍ଷା ପାଇବାରୁ ବଞ୍ଚିତ ଛାତ୍ରୀଛାତ୍ର ବା ବ୍ୟକ୍ତିବିଶେଷ ସମସ୍ତ ବିଭାଗରେ ଅଣ୍ଡରଗ୍ରାଜୁଏଟ୍‍, ପୋଷ୍ଟ ଗ୍ରାଜୁଏଟ୍‍, ପିଜି ଡିପ୍ଲୋମା ଏବଂ ସାର୍ଟିଫିକେଟ୍‍ ପ୍ରୋଗ୍ରାମ୍‍ରେ ନାମ ଲେଖାଇପାରିବେ ।

ସୂଚନାଯୋଗ୍ୟ, କଳା, ବିଜ୍ଞାନ, ବାଣିଜ୍ୟର ସ୍ନାତକ ବିଭାଗରେ ନାମ ପଞ୍ଜୀକରଣ କରିବାକୁ ଚାହୁଥିବା ଅନସୂଚିତ ଜାତି ଓ ଜନଜାତି ବିଦ୍ୟାର୍ଥୀଙ୍କ ପାଇଁ ନାମଲେଖା ଦେୟ ଓ ପୁନଃ ନାମଲେଖା ଦେୟ ସମ୍ପୂର୍ଣ୍ଣ ଛାଡ଼ କରାଯାଇଛି । ତେବେ ଯେଉଁ ଛାତ୍ରଛାତ୍ରୀ ଅନ୍ୟ କୌଣସି ରିହାତିର ସୁବିଧା ପାଉଥିବେ ସେମାନଙ୍କ ପାଇଁ ଇଗ୍ନୋର ରିହାତି ଉପଲବ୍ଧ ହୋଇପାରିବ ନାହିଁ । ଇଛୁକ ଛାତ୍ରୀଛାତ୍ର ଇଗ୍ନୋ ୱେବ୍‍ସାଇଟ୍‍ରୁ ସବିଶେଷ ତଥ୍ୟ ପାଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ...

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା...

ଅଙ୍ଗନଓ୍ବାଡି କର୍ମୀ ପାଇଁ ବାହାରିଲା ନିଯୁକ୍ତି, ୧୦ମ ପାସ୍‌ କରିଥିଲେ…

ଖୁସି ଖବର। ଅଙ୍ଗନଓ୍ବାଡିରେ ବାହାରିଲା ନିଯୁକ୍ତି। ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାବେ। ସବୁ ଗାଁରେ ବର୍ତ୍ତମାନ ଅଙ୍ଗନବାଡ଼ି ଚାଲିଛି । ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଗର୍ଭଧାରଣ...

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ...

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ...

ଜୁନିୟର କ୍ଲର୍କ ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି: +୨ ପାସ୍‌ କରିଥିଲେ ସୁବର୍ଣ୍ଣ ସୁଯୋଗ, ଆବେଦନ କରିବାର ଶେଷ ସମୟସୀମା ରହିଛି…

ଭୁବନେଶ୍ୱର,୨୬।୯: ଓଡ଼ିଶା ପୋଲିସ ତରଫରୁ ଡିପିଓ କ୍ୟାଡର ପୋଷ୍ଟ ଜୁନିୟର କ୍ଲର୍କ ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭୭ ଟି ପଦବୀ ପୂରଣ...

ସାମ୍ବାଦିକତା ପାଠ ପଢିଥିଲେ ବଡ଼ ନିଯୁକ୍ତି ସୁଯୋଗ: ଓପିଏସସି ପ୍ରକାଶ କଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୯: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ SDIPRO ପଦବୀ ପାଇଁ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ତଥା ଯୋଗ୍ୟ ପ୍ରାର୍ଥୀମାନେ ଓପିଏସସିର ଅଫିସିଆଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri