Video: ବିଗ୍‌ବସ୍‌ ବିଜେତା ମୁନାଓ୍ବର ଫାରୁକିଙ୍କୁ ଅଣ୍ଡାମାଡ଼

ବମ୍ବେ: ସଲମାନ ଖାନ୍‌ଙ୍କ ରିଆଲିଟି ଶୋ’ ବିଗ୍‌ବସ୍‌ ୧୭ର ବିଜେତା ହୋଇଥିଲେ ମୁନାଓ୍ବର ଫାରୁକି। ଏହାପରଠାରୁ ସେ ନିଜର ବ୍ୟକ୍ତିଗତ ଜୀବନ ସହ କର୍ମ ଜୀବନକୁ ନେଇ ବିବାଦରେ ଛନ୍ଦି ହେଉଥିବା ନଜର ଆସୁଛି। ଶୋ’ ଶେଷ ହୋଇଥିଲେ ହେଁ ବିବାଦ ତାଙ୍କ ପିଛା ଛାଡ଼ୁନି। ନିକଟରେ ଇଦ୍‌ ଅବସରରେ ତାଙ୍କ ଉପରକୁ ଅଣ୍ଡାମାଡ଼ ହୋଇଛି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ବୁଧବାର ଇଦ ଅବସରରେ ମୁନାଓ୍ବରଙ୍କୁ ଏକ ରେଷ୍ଟୁରାଣ୍ଟ ମାଲିକ ମୀନାରା ମସ୍‌ଜିଦ ଅଞ୍ଚଳରେ ଥିବା ନିଜ ରେଷ୍ଟୁରାଣ୍ଟକୁ ନିମନ୍ତ୍ରଣ କରିଥିଲେ। ହେଲେ ମୁନାଓ୍ବର ନିକଟରେ ଥିବା ଅନ୍ୟ ଏକ ରେଷ୍ଟୁରାଣ୍ଟକୁ ଚାଲି ଯାଇଥିଲେ। ଏହାକୁ ନେଇ ତାଙ୍କୁ ଅଣ୍ଡାମାଡ଼ ହୋଇଛି। ପରେ ସେଠାରେ ମୁନାଓ୍ବର ରାଗରେ ନିଆଁବାଣ ହୋଇଥିବା ଦେଖାଯାଉଛି।

ଏହି ଘଟଣା ପରେ ଉକ୍ତ ସ୍ଥାନରେ ଲୋକଙ୍କ ଗହଳି ବଢ଼ିଥିଲା। ପରେ ନିମନ୍ତ୍ରଣ କରିଥିବା ରେଷ୍ଟୁରାଣ୍ଟ ମାଲିକ ଏବଂ ତାଙ୍କ ୫ ଜଣ କର୍ମଚାରୀଙ୍କ ଉପରେ ମୁନାଓ୍ବରଙ୍କ ଉପରେ ଅଣ୍ଡାମାଡ଼ କରିଥିବା ମାମଲା ରୁଜୁ ହୋଇଛି। ପୂର୍ବରୁ ମୁନାଓ୍ବରଙ୍କୁ ହୁକ୍କା ଓ୍ବାର ପାର୍ଲର ମାମଲାରେ ପୋଲିସ ଅଟକ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ...

ବିଶ୍ୱ ଏକତା, ବିଶ୍ୱାସର ବିକାଶ ପାଇଁ ରାଜଯୋଗ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ରବିବାର ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ଉପାୟରେ ମେଥି ସେବନ କରି…

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ...

ଶରୀରର ଏହି ୫ ସ୍ଥାନରେ କଳାଜାଇ ଅଛି କି? ଜାଣନ୍ତୁ କ’ଣ ତାର ଅର୍ଥ, କିଭଳି ହେବ ଭବିଷ୍ୟତ

ଜ୍ୟୋତିଷଶାସ୍ତ୍ରରେ ଶରୀରରେ ଥିବା କଳାଜାଇର ବିଶେଷ ମହତ୍ୱ ରହିଛି। ଏହାକୁ ଦେଖି କୌଣସି ମନୁଷ୍ୟର ଭବିଷ୍ୟତ ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନୁମାନ କରାଯାଇପାରେ। ଶରୀରରେ ଥିବା...

ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍‌

ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍‌।  ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ...

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ...

ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ...

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image