ମୁଖ୍ୟମନ୍ତ୍ରୀ ଘୋଷଣା ପରେ ହିଞ୍ଜିଳିରେ ଫୁଟିଲା ଆତସବାଜି

ହିଞ୍ଜିଳିକାଟୁ,୧୧।୬(ଦ୍ବିତୀକୃଷ୍ଣ ପଣ୍ଡା): ଭାଜପା ନେତୃତ୍ୱ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା ପରେ ହିଞ୍ଜିଳିକାଟୁ ଭାଜପା ପକ୍ଷରୁ ଖୁସି ପ୍ରକାଶ କରାଯିବା ସହ ଆତସବାଜି ପ୍ରଦର୍ଶିତ ହୋଇଛି।

ମଙ୍ଗଳବାର ସନ୍ଧ୍ୟାରେ ହିଞ୍ଜିଳିକାଟୁ ବସ୍‌ ଟର୍ମିନାଲ ପରିସରରେ ଭାଜପା ସମର୍ଥକ ବାଣ ଫୁଟାଇ, ମିଠା ବାଣ୍ଟି ଖୁସି ମନାଇଛନ୍ତି। ଏଥିରେ ହିଞ୍ଜିଳିକାଟୁ ମଣ୍ଡଳ ଭାଜପା ସଭାପତି ସନ୍ତୋଷ କୁମାର ପାଣିଗ୍ରାହୀ, ମାଧବ ଗୌଡ, କହ୍ନେଇଲାଲ ସାବତଙ୍କ ସହ ବହୁ ଭାଜପା କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା।...

ରାଧାକୃଷ୍ଣ ମନ୍ଦିର ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ହିଞ୍ଜିଳିକାଟୁ, ୧୩/୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାରେ ବିଭିନ୍ନ ମନ୍ଦିର ହୁଣ୍ଡି ଓ ସମ୍ପତ୍ତି ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମଙ୍ଗଳବାର ରାତିରେ ହିଞ୍ଜିଳିକାଟୁ ଘୋଡାହାଡ...

ଚାଷଜମିରେ ବଡ଼ଭାଇଙ୍କ ଜୀବନ ନେଇଗଲେ ସାନଭାଇ, ପଛେ ପଛେ ଭାଉଜ ବି…

ଆସିକା,୧୩।୧୧: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ...

ଭୋକିଲା ଚୋର: ଚୋରି କରିବାକୁ ଆସି ଖାଇଗଲେ ରାବିଡି-ଲସି, ଲୁଟିନେଲେ ଅମୁଲକୁଲ୍‌

ପାଟଣା,୧୩।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ମଙ୍ଗଳବାର ବିଳମ୍ବିତ ରାତିରେ ୩ଟି ଦୋକାନରୁ ତାଲା ଭାଙ୍ଗି ଦୁର୍ବୃତ୍ତ ଚୋରି କରି ନେଇଛନ୍ତି।...

ବଡସିଂହାର ବେଶରେ ଦର୍ଶନ ବାବା ଧବଳେଶ୍ୱର: ଦେଖିବାକୁ ଭକ୍ତଙ୍କ ଲମ୍ବା ଲାଇନ 

କଟକ,୧୩।୧୧: ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ବୁଧବାର ଚଳଞ୍ଚଳ ହୋଇ ଉଠିଛି। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା: ପାଣିରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ

ଭଦ୍ରକ,୧୩।୧୧(ସନାତନ ରାଉତ): ଭଦ୍ରକ ବ୍ଲକ ବନ୍ଧଗାଁ ପୂର୍ବତନ ସରପଞ୍ଚ ତଥା ଆମ୍ବରୋଳି ସମବାୟ ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତ (ନାଲୁ)ଙ୍କୁ ମଙ୍ଗଳବାର ରାତିରେ ହତ୍ୟା...

ପଞ୍ଚୁକ ପାଇଁ ଜଗନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼

ଜି ଉଦୟଗିରି, ୧୩।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସ ପଞ୍ଚୁକ ନିମନ୍ତେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗି ରହିଛି । ବିଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri