ଭାରତର ବିଜୟ ଖୁସିରେ ଗାଁ ସାରା ନାଚିଲେ

କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍‌ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ଏପରିକି ଟି୨୦ ବିଶ୍ୱକପରେ ବିଜୟ ପରେ ଟିମ ଇଣ୍ଡିଆକୁ ବେଷ୍ଟ ଉଇସେସ ଜଣାଇବା ଆରମ୍ଭ ହୋଇଯାଇଛି। ଏପରିକି ଗଣମାଧ୍ୟମରେ କୁନି କୁନି ପିଲାମାନେ ମଧ୍ୟ ଟିମ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇ ନିଜ ଖୁସି ବ୍ୟକ୍ତି କରିଛନ୍ତି।

ଏଭଳି ସ୍ଥିତିରେ କୋରାପୁଟ ଜିଲା ସୁନାବେଡ଼ାରୁ ଆସିଛି ଏକ ଖୁସିର ଦୃଶ୍ୟ। ଭାରତ ବିଶ୍ୱକପ୍‌ ବିଜୟ ପରେ ଗାଁର ଯୁବପିଢୀ ଖୁସିରେ ନାଚି ଗାଁ ସାରା ବୁଲିଛନ୍ତି। ଏପରିକି ବାଣ ଫୁଟେଇ ସେଲିବ୍ରେଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆର ବିଜୟ ପରେଡରେ ଲାଗିଲା ଚୁନା, ୬୦ରୁ ଅଧିକ ଲୋକଙ୍କ ମୋବାଇଲ ଗାଏବ

ମୁମ୍ବାଇ,୬।୭: ମୁମ୍ବାଇରେ ଭାରତୀୟ କ୍ରିକେଟ ଦଳର ଉତ୍ସବରେ ଯୋଗଦେବା ଅନେକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆପଣ ଭାବୁଛନ୍ତି ଏହା କାହିଁକି କୁହାଯାଉଛି ।...

ରାହୁଲ ଦ୍ରାବିଡଙ୍କୁ କୋଚ କରିବା ପାଇଁ ପ୍ରସ୍ତାବ ଦେଲେ ପାକିସ୍ତାନ ସାମ୍ବାଦିକ: ଲୋକେ କହିଲେ…

ନୂଆଦିଲ୍ଲୀ,୬।୭: ଭାରତୀୟ କ୍ରିକେଟ ଦଳ ସହ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ମଧ୍ୟରେ ଟିମ ଇଣ୍ଡିଆ ଟି...

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି।...

ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ

ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି।...

କୋହଲିଙ୍କଠାରୁ ଏମିତି କଥା ଶୁଣି ଖୁସି ହୋଇଗଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୬।୭: ଟି -୨୦ ବିଶ୍ୱକପ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆର ଖେଳାଳିମାନେ ଭାରତରେ ପହଞ୍ଚିଥିଲେ। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ଏଥିସହ ଭାରତୀୟ ପ୍ରଧାନମନ୍ତ୍ରୀ...

ଆଜି ଭାରତ-ଜିମ୍ବାଓ୍ବେ ପ୍ରଥମ ଟି-୨୦: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ...

ବାବା ବଳିଆଙ୍କ ସତର୍କବାଣୀ: ଏମିତି କାମ ନ କଲେ ପରିସ୍ଥିତି ହୋଇଯିବ ଅସମ୍ଭାଳ

ବଲାଙ୍ଗୀର,୬ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀରର ଏକ ହୋଟେଲ ରେ ଶୁକ୍ରବାର ଅନନ୍ତ ବଳିଆ ଟ୍ରଷ୍ଟ ପକ୍ଷରୁ ବାବା ବଳିଆ ଖବରଦାତା ସମ୍ମିଳନୀ ଡାକି ପରିବେଶ, ଗଣତନ୍ତ୍ର ଓ...

କର୍ମଚାରୀଙ୍କୁ ତାଗିଦ କଲେ ବିଧାୟକ, ଭତ୍ତା ପ୍ରଦାନରେ….

ଘଣ୍ଟାପଡ଼ା, ୬ା୭(ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନେଇ ଚରଣ ଡାଙ୍ଗ ବୁଧବାର ପ୍ରଥମ କରି କଣ୍ଟାମାଳ ବ୍ଲକକୁ ପରିଦର୍ଶନରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri