ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ, ଘର ଖାଲି କରିବାକୁ ନିର୍ଦ୍ଦେଶ

ବରଗଡ,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ଆରମ୍ଭ ହୋଇଛି। ଗୁରୁବାରରୁ ପୁଣି ଏହି ରାସ୍ତାରେ...

ଦିଲ୍ଲୀ ବିଧାନସଭା ଆପଣାଇବ ଓଡ଼ିଶା ‘ନେଭା’ ମଡେଲ

ଭୁବନେଶ୍ୱର,୧୮ା୪(ରବିନାରାୟଣ ଜେନା):ଦିଲ୍ଲୀ ବିଧାନସଭା ଆଗାମୀ ଦିନରେ ଓଡ଼ିଶାର ‘ନେଭା’ ମଡେଲ ଆପଣାଇବ। ଜୁଲାଇରେ ହେବାକୁ ଥିବା ମୌସୁମୀ ଅଧିବେଶନ କାଳରେ ଦିଲ୍ଲୀ ବିଧାନସଭାରେ କାଗଜମୁକ୍ତ ଇ-ବିଧାନସଭା...

୫୦ କୋଟିରେ କୁକୁର କିଣା: ଘରେ ପଶିଲା ଇଡି

ବେଙ୍ଗାଲୁରୁ,୧୮।୪:ବେଙ୍ଗାଲୁରୁର ଜଣେ ବ୍ୟକ୍ତି ୫୦ କୋଟି ଟଙ୍କାରେ ଆମେରିକାରୁ ଏକ ବିରଳ ପ୍ରଜାତିର ‘ଓ୍ବଲ୍ଫଡଗ୍‌’ କିଣିଥିବା କହିବା ପରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ...

ହାଇଦ୍ରାବାଦ୍‌କୁ ହରାଇ ମୁମ୍ବାଇର କ୍ରମାଗତ ଦ୍ୱିତୀୟ ବିଜୟ

ମୁମ୍ବାଇ,୧୭ା୪:  ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୬୩...

ଆଇପିଏଲ୍‌ରେ କଡ଼ାକଡ଼ି ହେବ ବ୍ୟାଟ୍‌ ଯାଞ୍ଚ

ମୁମ୍ବାଇ,୧୭ା୪: ଗତ ସପ୍ତାହରେ ବସିଥିବା ଆଇପିଏଲ୍‌ ଅମ୍ପାୟରଙ୍କ ରିଭ୍ୟୁ ମିଟିଂରେ ବ୍ୟାଟ୍‌ ଯାଞ୍ଚକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ବ୍ୟାଟରଙ୍କ ଇନିଂସ ଆରମ୍ଭ ହେବା...

ବିଫଳତାରୁ ଶିଖିଲେ ସଫଳତା ମିଳିବ

ନୂଆପଡ଼ା,୧୮।୪(ମକାରୁ ବେମାଲ)-ନୂଆପଡ଼ା ଆଦର୍ଶ ଆବାସିକ ବିଦ୍ୟାଳୟର ୯ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ...

ସାଇବର ଠକଙ୍କୁ ସହଯୋଗ କରିବା ପଡ଼ିଲା ମହଙ୍ଗା

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପାଟଣା ଥାନା ସାହାରପଡ଼ାରୁ ସାଇବର ଠକଙ୍କୁ ସିମ୍‌କାର୍ଡ ବିକିବା ଅଭିଯୋଗରେ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତମାନେ...

ସମାନ୍ୟ ବଚସାରୁ ଯୁବକଙ୍କ ନିର୍ମମ ହତ୍ୟା

ଆନନ୍ଦପୁର,୧୭।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ୮ନମ୍ବର ୱାର୍ଡ ବଡ଼ମଳିକ ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image