Categories: Video

Eternal Atal । ଅନନ୍ତ ଅମର ଅଟଳ

On occasion of first death anniversary of former Prime Minister Atal Bihari Vajpayee, President Ramnath Kovind and Prime Minister Narendra Modi among others paid floral tributes to the legendary statesman at Sadaiv Atal – a museum dedicated to him.

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।