Posted inଫୁରସତ

ଏଲିଅନ୍‌ଙ୍କ ରହସ୍ୟ ଖୋଲିବ ୟୁରୋପା

ନୂଆଦିଲ୍ଳୀ: ସୌର ମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ ବୃହସ୍ପତିର ବରଫାବୃତ ଚନ୍ଦ୍ର ୟୁରୋପାରୁ ଏଲିଅନ୍‌ମାନଙ୍କ ଖୋଜ୍‌ କରିବାକୁଯାଉଛି ନାସା। ନାସାର ସଦ୍ୟ ଗବେଷଣା ଅନୁସାରେ ୟୁରୋପାରେ ଜୀବନ ନିର୍ବାହର ସୁଯୋଗ ରହିଛି। ବର୍ତ୍ତମାନ ସମୟରେ ଏଲିଅନ୍‌ମାନଙ୍କ ଅବସ୍ଥିତି ବିଷୟରେ ତଥ୍ୟ ସଂଗ୍ରହ କରିବା ବୈଜ୍ଞାନିକଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଥିବାବେଳେ ୟୁରୋପା ଗବେଷକଙ୍କ ମନରେ ଏ ନେଇ ଆଶା ସଞ୍ଚାର କରିଥିବା କୁହାଯାଇପାରିବ। ଏଲିଅନ୍‌ଙ୍କୁ ନେଇ ଥିବା ବିଭିନ୍ନ ଦ୍ୱନ୍ଦ୍ୱର ସମାଧାନ ୟୁରୋପାରୁ ମିଳିବ ବୋଲି ନାସା ପକ୍ଷରୁ କୁହାଯାଇଛି।
ଜଳକଣିକା ମାଧ୍ୟମରେ ସମୁଦ୍ର ଜଳ ସ୍ଥାନାନ୍ତର ହେବା ସହ ପୃଷ୍ଠଭାଗରେ ପହଞ୍ଚୁଥିବା କଲରାଡେଶ ସାଉଥ୍‌ଓ୍ବେଷ୍ଟ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟର ମୁଖ୍ୟ ବୈଜ୍ଞାନିକ ଆଲିସା ରୋହେନ୍‌ କହିଛନ୍ତି। ତେବେ ବରଫ କଣିକାରେ ଜଳର ଅବସ୍ଥିତିର ପ୍ରମାଣ ମିଳିବା ନିହାତିଭାବେ ବୈଜ୍ଞାନିକଙ୍କ ପାଇଁ ଏକ ବଡ଼ ଉପଲବ୍ଧି । ପୃଥିବୀ ପୃଷ୍ଠର ଜଳବାୟୁ ଓ ପାରିପାର୍ଶ୍ୱିକ ସ୍ଥିତି ସହିତ ବୃହସ୍ପତିର ପରିବେଶ ଆଂଶିକ ଭାବେ ସମାନ ହୋଇଥିବାବେଳେ ଏହି ବୃହତ୍ତମ ଗ୍ରହରେ ଜୀବନ ନିର୍ବାହ କରିବା ସମ୍ଭବ ବୋଲି ୟୁ.ସି. ବର୍କିଲିର ଆର୍ଥ ଆଣ୍ଡ ପ୍ଲାନେଟୋରୀ ସାଇନ୍ସ ଡିପାର୍ଟମେଣ୍ଟର ଭୌଗୋଳିକବିଦ୍‌ ମାଇକେଲ ମାଙ୍ଗା କହିଛନ୍ତି। ଏଲିଅନ୍‌ମାନଙ୍କ ସ୍ଥିତି ପରଖିବା ପାଇଁ ନାସା ୨୦୨୪ ଅକ୍ଟୋବର ୧୦ରେ ‘ୟୁରୋପା କ୍ଲିପର୍‌’ ନାମରେ ଏକ ଅର୍ବିଟର ଲଞ୍ଚ କରିବ, ଯାହା ୟୁରୋପା ବିଷୟରେ ସମସ୍ତ ତଥ୍ୟ ସଂଗ୍ରହ କରିବାରେ ବୈଜ୍ଞାନିକଙ୍କୁ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image