ଏଣିକି ଯାତ୍ରୀବାହୀ ବସ୍‌ରେ ବାଣ ନେଉଥିଲେ ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧୧।୧୧: ଏଣିକି ଯାତ୍ରୀବାହୀ ବସ୍‌ରେ ବାଣ ନେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏ ନେଇ ଚେତାବନୀ ଦିଆଯାଇଛି। ଶନିବାର ଭୁବନେଶ୍ୱର ଡେପୁଟି ଅଗ୍ନିଶମ ଅଧିକାରୀ ଅବନୀ ସ୍ବାଇଁ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି।
ପଶ୍ଚିମବଙ୍ଗର ଖଡ଼ଗ୍‌ପୁର ବସ୍‌ରେ ଶନିବାର ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ପରେ ଓଡ଼ିଶା ଅଗ୍ନିଶମ ବିଭାଗ ଓ ପରିବହନ ବିଭାଗ ଚେତିଛନ୍ତି ।

Share