Posted inଜାତୀୟ

ଗିରଫ ହେଲେ ପଶ୍ଚିମବଙ୍ଗ ଶିକ୍ଷା ବୋର୍ଡର ପୂର୍ବତନ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୯: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ତଦନ୍ତ କରୁଥିବା ସିବିଆଇ ଗୁରୁବାର ରାଜ୍ୟର ମାଧ୍ୟମିକ ଶିକ୍ଷା ବୋର୍ଡର ପୂର୍ବତନ ଅଧ୍ୟକ୍ଷ କଲ୍ୟାଣମୟ ଗାଙ୍ଗୁଲିଙ୍କୁ ଗିରଫ କରିଛି। ଗାଙ୍ଗୁଲିଙ୍କୁ ଜେରା ପାଇଁ ସିବିଆଇର କୋଲକାତା କାର୍ଯ୍ୟାଳୟକୁ ଡକାଯାଇଥିଲା। ସେ ତଦନ୍ତରେ ସହଯୋଗ କରୁ ନ ଥିବା ଜଣାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଗତ ମେ’ ୨୦ରେ ସିବିଆଇ ଗାଙ୍ଗୁଲିଙ୍କ ବିରୋଧରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟ୍‌ରେ ବିଦ୍ୟାଲକ୍ଷ୍ମୀ ଯୋଜନା ମଞ୍ଜୁରୀ, ଛାତ୍ରୀଛାତ୍ରଙ୍କୁ ମିଳିବ ପଢ଼ିବା ପାଇଁ ଋଣ

ନୂଆଦିଲ୍ଲୀ,୬ା୧୧: ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ୍‌ରେ ବୁଧବାର ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ...

‘ଯାହା ଘର ଉପରେ ବୁଲଡୋଜର ଚଢ଼ାଉଛ, ତାକୁ ୨୫ ଲକ୍ଷ ଦିଅ…’ଯୋଗୀ ସରକାରଙ୍କୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଲଡୋଜର ଜରିଆରେ ଯାହାଙ୍କ ଘର ଭଙ୍ଗାଯାଇଛି, ତାଙ୍କୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ...

ସୁପରପାଓ୍ବାର ଲଢେଇରେ ଭାରତୀୟ ଜ୍ୱାଇଁଙ୍କ ଜିତାପଟ୍‌, ହେବେ ଉପରାଷ୍ଟ୍ରପତି

ଓ୍ବାଶିଂଟନ୍‌,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଏକ ଐତିହାସିକ ବିଜୟ ହାସଲ କରିଛନ୍ତି। ତେବେ ବହୁମତ ପାଇବା ପରେ ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରି...

ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଖାସ୍‌ ବାର୍ତ୍ତା ପଠାଇଲେ ମୋଦି, ଏକ୍ସରେ ଲେଖିଲେ…

ନୂଆଦିଲ୍ଲୀ, ୬।୧୧: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି, ଐତିହାସିକ ବିଜୟ ପାଇଁ...

ବଦଳିଗଲେଣି ରାହୁଲ ଗାନ୍ଧୀ: ଏବେ କରୁଛନ୍ତି ଏହି କାମ

ରାଏବରେଲି,୬।୧୧: ଉତ୍ତର ପ୍ରଦେଶର ରାଏବରେଲିରୁ ଲୋକ ସଭା ଏମ୍‌ପି ଭାବରେ ନିର୍ବାଚିତ ହେବା ପରେ ରାହୁଲ ଗାନ୍ଧୀ ବଦଳିଥିବା ଜଣାପଡିଛି। ଆମେଠି ଏମ୍‌ପି ଥିବାବେଳେ ରାହୁଲ...

ସୁରକ୍ଷାକର୍ମୀଙ୍କ ସହ ମୁହାଁ ମୁହିଁ ବେଳେ ଜଣେ ଆତଙ୍କବାଦୀ ମୃତ

କୁପଓ୍ବାରା,୬।୧୧: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ...

ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ

ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର...

ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି

ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri