ଶତାଧିକ ସମର୍ଥକଙ୍କ ସହ ଭାଜପାରେ ସାମିଲ ହେଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୨୯।୨: ବିଜେଡିର ଦୁଇ ପୂର୍ବତନ ବିଧାୟକ ନବୀନ ନନ୍ଦ ଓ ଭାଦୋବ ହାଁସଦା ନିଜର ଶତାଧିକ ସମର୍ଥକଙ୍କ ସହ ଗୁରୁବାର ଭାଜପାରେ ମିଶିଛନ୍ତି । ଆଜି ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ନବୀନ ନନ୍ଦ, ପୂର୍ବତନ ଗଁଦିଆ ବ୍ଲକ ଅଧ୍ୟକ୍ଷ ସନାତନ ସାହୁ, ନାରାୟଣ ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଆର୍ତ୍ତବନ୍ଧୁ ସାହୁ, ଢେଙ୍କାନାଳ ମ୍ୟୁନିସିପାଲିଟିର ପୂର୍ବତନ ଉପାଧ୍ୟକ୍ଷା ସୁମିତ୍ରା ଭୋଇ, ସଦର ବ୍ଲକ ପୂର୍ବତନ ଜିଲା ପରିଷଦ ସଦସ୍ୟା ଅନ୍ନପୂର୍ଣ୍ଣା ନନ୍ଦଙ୍କ ସମେତ ଗଁଦିଆ ବ୍ଲକର ଅନେକ ବିଜେଡି ନେତା ଓ କର୍ମୀ ନିଜ ସମର୍ଥକମାନଙ୍କ ସହ ଆନୁଷ୍ଠାନିକ ଭାବେ ବଭାଜପାରେ ସାମିଲ ହୋଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲାର ସାରସକଣାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ଭାଦୋବ ହାଁସଦା ନିଜ ଶତାଧିକ ସମର୍ଥକଙ୍କ ସହ ଭାଜପାରେ ମିଶିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri