Categories: ଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି

କୋଲକାତା,୯।୧୨-ନିଃଶ୍ୱାସ ପ୍ରଶ୍ୱାସରେ ଅସୁବିଧା ଅନୁଭବ ହେବାରୁ ବୁଧବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କୋଲକାତାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୨୦୦୦ ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ ବୁଦ୍ଧଦେବ। ଏହି ଖବର ପ୍ରସାରିତ ହେବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ଆରୋଗ୍ୟ କାମନା କରିଛନ୍ତି।

Share