ସମ୍ଭାବ୍ୟ ବାତ୍ୟା ପାଇଁ ଘୁଞ୍ଚିଲା ବୃତ୍ତି ପରୀକ୍ଷା

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଏବଂ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡିକ ସହିତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ପାଇଁ ଭୟଭୀତ ହୁଅନ୍ତୁନି: ବିଏମ୍‌ସି ପକ୍ଷରୁ ୮୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୩।୧୦ (ବନ୍ଦନା ସେଠୀ):ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା କରିବା ପାଇଁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ଆଉ ଏକ ସମୀକ୍ଷା ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର...

ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ...

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି...

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା...

ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା...

ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ...

ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ...

ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri