ଆଇଏଫ୍‌ଏସ୍‌ସ୍ତରରେ ଅଦଳବଦଳ: ସୁଶାନ୍ତଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧ା୧୧: ରାଜ୍ୟ ସରକାର ବୁଧବାର ଆଇଏଫ୍‌ଏସ୍‌(ଭାରତୀୟ ବନ ସେବା) ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଆଇଏଫ୍‌ଏସ୍‌ ସୁଶାନ୍ତ ନନ୍ଦଙ୍କୁ ଆଜି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ-ବନ୍ୟପ୍ରାଣୀ(ପିସିସିଏଫ୍‌-ଓ୍ବାଇଲ୍ଡ ଲାଇଫ୍‌) ଏବଂ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ( ସିଏଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ) ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ସୁଶୀଲ କୁମାର ପୋପଲି ମଙ୍ଗଳବାର ଚାକିରିରୁ ଅବସର ନେବା ପରେ ଏହି ପଦ ଖାଲି ପଡ଼ିଥିଲା।

ଆଜି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ୍‌) ଓ ହେଡ୍‌ ଅଫ୍‌ ଫରେଷ୍ଟ ଫୋର୍ସ (ଏଚ୍‌ଓଏଫ୍‌ଏଫ୍‌) ଭାବେ କାର୍ଯ୍ୟରତ ଶ୍ରୀ ନନ୍ଦଙ୍କୁ ସରକାର ପୁଣି ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ସେ ଅତିରିକ୍ତ ଦାୟିତ୍ୱ ଭାବେ ସିଡିଏ ଓ ପିଡି ଆଇସିଜେଏମପି ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri