ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୬ା୧୦(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପୂର୍ତ୍ତ ବିଭାଗ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ରାୟଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବା ବେଳେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ରେଜିଷ୍ଟ୍ରାର ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅଧୀନରେ ଥିବା କଟକ-ପୁରୀ ମେଜର ସେଟଲମେଣ୍ଟର ସେଟଲମେଣ୍ଟ ଅଫିସର, ସ୍କୁଲ ଓ ଗଣଶିକ୍ଷା ବିଭାଗ ଯୁଗ୍ମ ସଚିବ ପ୍ରତିଭା ଦୋରାଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଯୁଗ୍ମ ନିର୍ଦ୍ଦେଶକ, ପୂର୍ତ୍ତ ବିଭାଗର ଯୁଗ୍ମ ସଚିବ ମହେନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଯୋଗାଣ ନିଗମ ଜେନେରାଲ ମ୍ୟାନେଜର ଏବଂ ଓଡ଼ିଶା ଯୋଗାଣ ନିଗମ ଜିଏମ୍‌ ମମତା ନାୟକଙ୍କୁ ହସ୍ତତନ୍ତ,ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri