ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ, ମିଶନ ଶକ୍ତି ବିଭାଗରେ ଯୁଗ୍ମ ସଚିବ ଥିବା ବିନୋଦ କୁମାର ଜେନାଙ୍କୁ ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଭାବେ ନିଯୁକ୍ତ ମିଳିଛି। ପୁରୀ ସବ କଲେକ୍ଟର ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ଯୁଗ୍ମ ସଚିବ, ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଟ୍‌ ଜିଏମ (ସୋସିଆଲ ପ୍ରୋଜେକ୍ଟସ) ଥିବା ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ୱର ସବ-କଲେକ୍ଟର ଭାବେ ବଦଳି କରାଯାଇଛି। ସେହିପରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଡେପୁଟି କମିଶନର ଥିବା ରାଜ କିଶୋର ଜେନାଙ୍କୁ ପୁରୀ ସବ-କଲେକ୍ଟର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri