ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ସେଠାରେ ଥିବା ପ୍ରତାପ କୁମାର ମିଶ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ବିଭୂତି ଭୂଷଣ ମିଶ୍ରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ ପ୍ରଦୀପ କୁମାର ନାୟକ-୨ଙ୍କୁ ବୋର୍ଡ ଅଫ୍‌ ରେଭିନ୍ୟୁଙ୍କ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟକୁ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ...

ଓ୍ବକଫ୍‌ ବିଲ୍‌କୁ ନେଇ ମୁହଁ ଖୋଲିଲେ ମୋଦି, କହିଦେଲେ ଭିତିରି କଥା!

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ୍ବକଫ ବୋର୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ନେଇ ସେ କହିଛନ୍ତି ଓ୍ବକଫ...

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ...

ପ୍ରଶଂସକଙ୍କ ସହ ସେଲ୍‌ଫି ନେବାକୁ ମନାକଲେ SRH ଷ୍ଟାର, ଭିଡିଓ ନେଇ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ, ୮ା୪: ଅଷ୍ଟ୍ରେଲିଆ ତଥା ସନ୍‌ ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଷ୍ଟାର ଟ୍ରାଭିସ ହେଡ୍‌ ଜଣେ ପ୍ରଶଂସକଙ୍କ ସହ ସେଲ୍‌ଫି ନେବାକୁ ମନାକରୁଥିବା ଏକ ଭିଡିଓ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ...

ମାତ୍ର ୪ ରନ୍‌ରେ ହାରିଗଲା କୋଲକାତା, ଜିତିଲା ଲକ୍ଷ୍ନୌ

ନୂଆଦିଲୀ,୮।୪: IPL ୨୦୨୫ର ଆଉ ଏକ ରୋମାଞ୍ଚକର ମ୍ୟାଚ୍‌ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସକୁ ୪ ରନ୍‌ରେ ପରାସ୍ତ କରିଛି। ଇଡେନ...

ଆଜିଠାରୁ ଲାଗୁ ହେଲା ଓ୍ବକଫ୍‌ ସଂଶୋଧନ ଆଇନ୍‌

ନୂଆଦିଲ୍ଲୀ,୮।୪: ୱକଫ୍‌ (ସଂଶୋଧନ) ଆଇନ-୨୦୨୫ ଆଜି ଅର୍ଥାତ ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହେବ। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image