ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟ ସରକାର ସୋମବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନର କମିଶନର ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମତୀ ଅନୁ ଗର୍ଗ ଜଳସମ୍ପଦ ବିଭାଗ ସଚିବ ହୋଇଛନ୍ତି। ଏଥିସହିତ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତିର ଅତିରିକ୍ତ ଦାୟିତ୍ୱ ମଧ୍ୟ ତାଙ୍କୁ ଦିଆଯାଇଛି। ସେହିପରି ଏମ୍‌ଏସ୍‌ଏମ୍ଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ ବିଭାଗ ସଚିବ ହୋଇଛନ୍ତି। ଶ୍ରୀମତୀ ଚିତ୍ରା ଅରୁମୁଗମ୍‌ଙ୍କୁ ଶ୍ରମ ଓ ଇଏସ୍‌୍‌ଆଇ ବିଭାଗ ସଚିବ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ...

ଓଡ଼ିଶାରେ ୧୧0 ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଳାବାଈ

ଭୁବନେଶ୍ୱର,୧୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଳାବାଈ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଳାବାଈର ଜେନେରାଲ ମ୍ୟାନେଜର ୧୭୦ ରୋଡ...

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି।...

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ...

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର...

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ...

ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri