Posted inVideo

Exclusive interview with C.P Sudhanshu Sarangi | ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀଙ୍କ ସହ ସାକ୍ଷାତକାର

Featured Video Play Icon

Amidst deteriorating traffic situation in Bhubaneswar and Cuttack, Dharitri Live spoke to twin city Police Commissioner Sudhanshu Sarangi to discuss the anger among the public following the introduction of the new Motor Vehicles (Amendment) Act, 2019. The IPS officer also spoke about the role of police in bringing about social reforms.

ଧରିତ୍ରୀ ଲାଇଭକୁ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି ଟ୍ବିନ୍ ସିଟି ପୋଲିସ କମିଶନର ଡ. ସୁଧାଂଶୁ ଷଡଙ୍ଗୀ। ରାଜ୍ୟରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡୁଛି। ଏହାସହ ସମାଜ ପରିବର୍ତ୍ତନରେ ପୋଲିସର ଭୂମିକା କେତେ ଗୁରୁତ୍ବପୁର୍ଣ୍ଣ ତାହା ଏବେ ସବୁଠୁ ବଡ ପ୍ରଶ୍ନ । ତେବେ ଏନେଇ ପୋଲିସ କମିଶନର କଣ କହୁଛନ୍ତି ଦେଖନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri