ଏକ୍‌ଜିଟ୍‌ ପୋଲ ରିପୋର୍ଟ: ପୁରୀରୁ ଜିତିବେ କି ସମ଼୍ବିତ୍‌ ପାତ୍ର ?

ଭୁବନେଶ଼୍ବର,୨।୬: ଲୋକସଭା ନିର୍ବାଚନକୁ ନେଇ ବିଭିନ୍ନ ଏଜେନ୍ସି ଜାରି କରିଥିବା ଏକଜିଟ୍‌ ପୋଲରୁ ପୁରୀକୁ ନେଇ ବଡ଼ ସଙ୍କେତ ମିଳିଛି। ପୁରୀ ଲୋକସବା ସିଟ୍‌ରୁ ନିର୍ବାଚନ ଲଢ଼ୁଥିବା ବିଜେପି ନେତା ସମ଼୍ବିତ ପାତ୍ରଙ୍କ ସପକ୍ଷରେ ଏହି ପୋଲ ମତ ଯାଇଛି। ଇଣ୍ଡିଆ ଟୁଡେର ଏକ୍ସିସ ଇଣ୍ଡିଆ ଅନୁସାରେ, ସମ଼୍ବିତ ପୁରୀରୁ ନିର୍ବାଚନ ଜିତି ପାରନ୍ତି। ଫଳରେ ୧୫ ବର୍ଷ ଧରି ବିଜେଡି ଦଖଲ କରିଥିବା ଏହି ଆସନ ହରାଇ ପାରେ।

ଏହି ଲୋକସଭା ଆସନ ପାଇଁ ୩ ଦଳ ପକ୍ଷରୁ ଜୋରଦାର ପ୍ରଚାର କରାଯାଇଥିଲା। ଏଥିରେ ସମ଼୍ବିତଙ୍କ ପଲା ଭାରି ରହୁଥିବା ଜଣାପଡ଼ୁଛି। କୁହାଯାଉଛି ଯେ ପ୍ରଚାର ମଇଦାନରେ ସମ଼୍ବିତ ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଏବଂ କଂଗ୍ରେସର ଜୟ ନାରାୟଣ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେଇଛନ୍ତି। ତେବେ ଏକ୍‌ଜିଟ୍‌ ପୋଲ ଅନୁସାରେ ସମ଼୍ବିତ ଏହି ଆସନ ଜିତି ଲୋକସଭା ଯାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ...

ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ...

ମହିଳାଙ୍କ ମୃତ୍ୟୁ ପରେ ମେଡିକାଲରେ ଉତ୍ତେଜନା: ଚିକିତ୍ସାରେ ଅବହେଳା ଅଭିଯୋଗ

ଜଗତସିଂହପୁର,୨୧।୪: ଜଗତସିଂହପୁର ଜିଲା ମେଡିକାଲରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ଅଭିଯୋଗ...

ବାଇକ୍‌କୁ ଧକ୍କା ଦେଲା ସିଡିଏମ୍‌ଓଙ୍କ ଗାଡ଼ି

ମୋହନା,୨୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଭାଲିଆଗୁଡା ଗାଁ ନିକଟ ଜାତୀୟ ରାଜପଥରେ ସୋମବାର ଏକ ଦୁର୍ଘଟଣା ଘଟିଛି। ସିଡିଏମ୍‌ଓଙ୍କ ବୋଲେରୋ ଗାଡ଼ି ଧକ୍କାରେ...

ଶିକ୍ଷା ବିଭାଗ ଗାଇଡ୍‌ଲାଇନ୍‌କୁ ଖୋଲାଖୋଲି ଉଲ୍ଲଂଘନ: ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ସରକାରୀ ସ୍କୁଲଗୁଡ଼ିକ ନିମନ୍ତେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତ। ପୋଷାକ, ବୁଟ, ବହି, ସ୍କୁଲ ବ୍ୟାଗ ଇତ୍ୟାଦି ମାଗଣାରେ ସରକାର ଯୋଗାଇ...

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ...

ଫେରିଲା ତାତି: ପୁଣି ପାରଦ ଉପରମୁହାଁ

ଭୁବନେଶ୍ୱର,୨୧ା୪(ଅନୁରାଧା ମହାରଣା): କାଳବୈଶାଖୀ ବର୍ଷା ପାଇଁ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କମିଥିଲା। ଗରମ, ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ଅନୁଭବ କରୁଥିବାବେଳେ ଏବେ ପାରଦ ପୁଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image