ବଢ଼ିଲା ଖବରଦାତାଙ୍କ ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର, ୧୯।୭ (ଅନିଲଦାସ): ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ରାଶି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହି ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ଖବରଦାତା ଓ ତାଙ୍କ ପରିବାର ଉପକୃତ ହେବେ। ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ଖବରଦାତା ଓ ତାଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିଲା। ବର୍ତ୍ତମାନ ଏହା ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ଖବରଦାତା ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ଶନିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି...

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri