ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ ବାହାରିଲେ ସମୃଦ୍ଧ ହେବ ମୋଦି କହିଛନ୍ତି।
ମୋଦି ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, କିନ୍ତୁ ଲୋକେ ଗରିବ। ଏଥିପାଇଁ ରାଜ୍ୟ ସରକାର ଦାୟୀ, ଲୋକଙ୍କୁ ନ୍ୟାୟ ମିଳୁନି। ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶାର ଭାଗ୍ୟ ବଦଳିବ, ସେଠାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛ। ଜୁନ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାଏରୀ ତାରିଖ। ଜୁନ ୧୦ରେ ଓଡ଼ିଶାରେ ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri