ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ

ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। କେଉଁ କାରଣରୁ ବିସ୍ଫୋରଣ ହେଲା ତାହା ଏଯାବତ୍‌ ଅସ୍ପଷ୍ଟ ରହିଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚିଛନ୍ତି। ପରିସ୍ଥିତିକୁ ଆୟତ୍ତକୁ ଆଣିବାକୁ ଚେଷ୍ଟାକରୁଛନ୍ତି।

ଜରୁରୀକାଳୀନ ସୁରକ୍ଷା ପାଇଁ କମ୍ପାନୀ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ପରିସ୍ଥିତି ସମ୍ପୂର୍ଣ ନିୟନ୍ତ୍ରଣରେ ଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ନିଶା ଶିଳ୍ପାଞ୍ଚଳ ଥାନା ଆଇଆଇସି ବିବେକାନନ୍ଦ ମହନ୍ତ କହିଛନ୍ତି, କମ୍ପାନୀର ଗ୍ୟାସ୍‌ ପାଇପ୍‌ରେ ବିସ୍ଫୋରଣ ହୋଇଥିଲା। ସଫେଇ କାର୍ଯ୍ୟ ବେଳେ ଗ୍ୟାସ୍‌ ପାଇପ୍‌ ଫାଟି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ବଲିଉଡ୍‌ ନାଇଟ୍‌ ଶୋ’ ହେବ। ଏନେଇ କଟକ ଜିଲାପାଳ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ ସୋନୁ ନିଗମ, ସୁରେଶ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri