Posted inVideo

Fadnavis faces ‘majority’ challenge ahead | କିଭଳି ବହୁମତ ସାବ୍ୟସ୍ତ କରିବେ ଫଡନବିସ୍

Featured Video Play Icon

The political power-play going on in Maharashtra since last one month is yet to come to an end even after BJP’s Devendra Fadnavis took oath as Chief Minister Saturday in an unexpected turn of events. While BJP claims to have the support of NCP MLAs led by Ajit Pawar, NCP supremo Sharad Pawar in a press conference claimed to have the loyalty of most of his MLAs. Sharad also appeared confident of proving the majority of NCP, Shiv Sena and Congress alliance. Under these circumstances, how Devendra proves majority on the floor of the House is yet to be seen.

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ସରକାର ଗଠନ ସତ୍ତ୍ବେ ଏନସିପି ମୁଖ୍ୟ ଶରଦ ପାୱାର ଓ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ସାମ୍ବାଦିକ ସମ୍ମିଳନୀ କରି ଭାଜପା ଉପରେ ବର୍ଷିଛନ୍ତି। ଅନ୍ୟପଟେ ଫଡନବିସଙ୍କ ଲାଗି ବହୁମତ କେମିତି ସାବ୍ୟସ୍ତ କରୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri