Categories: ଜାତୀୟ

ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟା ୭ରେ ଶପଥ ନେବେ ଫଡନବିସ୍‌

ମୁମ୍ବାଇ, ୩୦।୬: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟା ୭ଟାରେ ଶପଥ ନେବେ ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌। ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ଏବଂ ଏକନାଥ ସିନ୍ଧେ ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଅନ୍ୟପକ୍ଷେ, ଭାଜପା ନେତା ଦେବେନ୍ଦ୍ର ଫଡନ୍‌ବିସ୍‌ ଏବଂ ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଧେ ରାଜଭବନରେ ପହଞ୍ଚିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସରକାର ଗଢିବା ନେଇ ଆଲୋଚନା କରିବେ। ଏହି ପରିପେକ୍ଷୀରେ ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ ହେବାର କାର୍ଯ୍ୟକ୍ରମ ରହିଛି। ଏପଟେ, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

Share